Nehemiah 4:10 — Compare Translations
5 translations compared side by side
Odia - 1840
"ସେତବେେଳେ ଯିହୁଦା କହିଲା, ଭାରବାହକମାନଙ୍କର ବଳ କ୍ଷୀଣ ହାଇେଅଛି, ଆଉ ସଠାେରେ ଏତେ ଧ୍ବଂସାବଶଷେ ଅଛି, ଯେ ଆମ୍ଭମାନେେ ପ୍ରାଚୀର ମରାମତି କରିବାକୁ ସମର୍ଥ ନାହୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯିହୁଦା କହିଲା, ଭାରବାହକ-ମାନଙ୍କର ବଳ କ୍ଷୀଣ ହୋଇଅଛି, ଆଉ ଅନେକ କାନ୍ଥଡ଼ା ଅଛି; ଏଣୁ ଆମ୍ଭେମାନେ ପ୍ରାଚୀର ଗଢ଼ି ପାରୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଯିହୁଦା କହିଲା, ଭାରବାହକମାନଙ୍କର ବଳ କ୍ଷୀଣ ହୋଇଅଛି, “ଆଉ ସେଠାରେ ଏତେ ଧ୍ୱଂସାବଶେଷ ଅଛି, ଯେ ଆମ୍ଭେମାନେ ପ୍ରାଚୀର ମରାମତି କରିବାକୁ ସମର୍ଥ ନାହୁଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯିହୁଦା କହିଲା, “ଭାରବାହକମାନଙ୍କର ବଳ କ୍ଷୀଣ ହୋଇଅଛି, ଆଉ ଅନେକ ଭଙ୍ଗା କାନ୍ଥ ଅଛି; ଏଣୁ ଆମ୍ଭେମାନେ ପ୍ରାଚୀର ଗଢ଼ି ପାରୁ ନାହୁଁ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯିହୁଦା କହିଲା, “ଭାରବାହକମାନଙ୍କର ବଳ କ୍ଷୀଣ ହୋଇଅଛି, ଆଉ ଅନେକ ଭଙ୍ଗା କାନ୍ଥ ଅଛି; ଏଣୁ ଆମ୍ଭେମାନେ ପ୍ରାଚୀର ଗଢ଼ି ପାରୁ ନାହୁଁ।”