Nehemiah 4:11 — Compare Translations

5 translations compared side by side

Odia - 1840
"ପୁଣି ଆମ୍ଭମାନଙ୍କ ବିଷକ୍ଷମାନେ କହିଲେ, 'ଆମ୍ଭମାନେେ ସମାନଙ୍କେ ମଧିଅରେ ଉପସ୍ଥିତ ହାଇେ ସମାନଙ୍କେୁ ବଧ ଓ ସମାନଙ୍କେ କାର୍ୟ୍ଯ ବନ୍ଦ କରିବା ପର୍ୟ୍ଯନ୍ତ ସମାନେେ ଜାଣିବେ ନାହିଁ ଅବା ଦେଖିବେ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭମାନଙ୍କ ବିପକ୍ଷମାନେ କହିଲେ, ଆମ୍ଭେମାନେ ସେମାନଙ୍କ ମଧ୍ୟରେ ଉପସ୍ଥିତ ହୋଇ ସେମାନଙ୍କୁ ବଧ ଓ ସେମାନଙ୍କ କାର୍ଯ୍ୟ ବନ୍ଦ କରିବା ପର୍ଯ୍ୟନ୍ତ ସେମାନେ ଜାଣିବେ ନାହିଁ ଅବା ଦେଖିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଆମ୍ଭମାନଙ୍କ ବିଷକ୍ଷମାନେ କହିଲେ, ‘ଆମ୍ଭେମାନେ ସେମାନଙ୍କ ମଧ୍ୟରେ ଉପସ୍ଥିତ ହୋଇ ସେମାନଙ୍କୁ ବଧ ଓ ସେମାନଙ୍କ କାର୍ଯ୍ୟ ବନ୍ଦ କରିବା ପର୍ଯ୍ୟନ୍ତ ସେମାନେ ଜାଣିବେ ନାହିଁ ଅବା ଦେଖିବେ ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭମାନଙ୍କ ବିପକ୍ଷମାନେ କହିଲେ, “ଆମ୍ଭେମାନେ ସେମାନଙ୍କ ମଧ୍ୟରେ ଉପସ୍ଥିତ ହୋଇ ସେମାନଙ୍କୁ ବଧ ଓ ସେମାନଙ୍କ କାର୍ଯ୍ୟ ବନ୍ଦ କରିବା ପର୍ଯ୍ୟନ୍ତ ସେମାନେ ଜାଣିବେ ନାହିଁ ଅବା ଦେଖିବେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭମାନଙ୍କ ବିପକ୍ଷମାନେ କହିଲେ, “ଆମ୍ଭେମାନେ ସେମାନଙ୍କ ମଧ୍ୟରେ ଉପସ୍ଥିତ ହୋଇ ସେମାନଙ୍କୁ ବଧ ଓ ସେମାନଙ୍କ କାର୍ଯ୍ୟ ବନ୍ଦ କରିବା ପର୍ଯ୍ୟନ୍ତ ସେମାନେ ଜାଣିବେ ନାହିଁ ଅବା ଦେଖିବେ ନାହିଁ।”