Nehemiah 4:12 — Compare Translations
5 translations compared side by side
Odia - 1840
"ଆଉ ସମାନଙ୍କେ ନିକଟରେ ବାସ କରୁଥିବା ୟିହୁଦୀମାନେ ଆସି ଆମ୍ଭମାନଙ୍କୁ ଦଶଥର କହିଲେ, 'ଗ୍ଭରିଆଡେ ସମାନେେ ଆମ୍ଭର ବିରୋଧି ହବେେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନଙ୍କ ନିକଟବାସୀ ଯିହୁଦୀୟମାନେ ସବୁ ସ୍ଥାନରୁ ଆସି ଆମ୍ଭମାନଙ୍କୁ ଦଶ ଥର କହିଲେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ କତିକି ଫେରି ଆସିବାକୁ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେମାନଙ୍କ ନିକଟରେ ବାସ କରୁଥିବା ଯିହୁଦୀମାନେ ଆସି ଆମ୍ଭମାନଙ୍କୁ ଦଶଥର କହିଲେ, “ଗ୍ଭରିଆଡ଼େ ସେମାନେ ଆମ୍ଭର ବିରୋଧୀ ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନଙ୍କ ନିକଟବାସୀ ଯିହୁଦୀୟମାନେ ସବୁ ସ୍ଥାନରୁ ଆସି ଆମ୍ଭମାନଙ୍କୁ ଦଶ ଥର କହିଲେ, “ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ନିକଟକୁ ଫେରି ଆସିବାକୁ ହେବ।”
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନଙ୍କ ନିକଟବାସୀ ଯିହୁଦୀୟମାନେ ସବୁ ସ୍ଥାନରୁ ଆସି ଆମ୍ଭମାନଙ୍କୁ ଦଶ ଥର କହିଲେ, “ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ନିକଟକୁ ଫେରି ଆସିବାକୁ ହେବ।”