Nehemiah 4:13 — Compare Translations

5 translations compared side by side

Odia - 1840
"ଏଣୁ ମୁଁ ପ୍ରାଚୀର ପଛଆଡେ ନୀଚସ୍ଥ ମଲୋ ସ୍ଥାନ ରେ ଲୋକମାନଙ୍କୁ ସମାନଙ୍କେ ପରିବାର ଅନୁସାରେ ସମାନଙ୍କେୁ ଖଡ୍ଗ ଓ ବର୍ଚ୍ଛା ଓ ଧନୁ ସହିତ ନିୟୁକ୍ତ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ମୁଁ ପ୍ରାଚୀର ପଛଆଡ଼େ ନୀଚସ୍ଥ ମେଲା ସ୍ଥାନରେ ଲୋକମାନଙ୍କୁ ସେମାନଙ୍କ ପରିବାର ଅନୁସାରେ ସେମାନଙ୍କ ଖଡ଼୍‍ଗ ଓ ବର୍ଚ୍ଛା ଓ ଧନୁ ସହିତ ନିଯୁକ୍ତ କଲି ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ମୁଁ ପ୍ରାଚୀର ପଛଆଡ଼େ ନୀଚସ୍ଥ ମେଲା ସ୍ଥାନରେ ଲୋକମାନଙ୍କୁ ସେମାନଙ୍କ ପରିବାର ଅନୁସାରେ ସେମାନଙ୍କୁ ‌‌ଖ‌ଡ଼୍‌ଗ ଓ ବର୍ଚ୍ଛା ଓ ଧନୁ ସହିତ ନିଯୁକ୍ତ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ମୁଁ ପ୍ରାଚୀର ପଛଆଡ଼େ ନୀଚସ୍ଥ ମେଲା ସ୍ଥାନରେ ଲୋକମାନଙ୍କୁ ସେମାନଙ୍କ ପରିବାର ଅନୁସାରେ ସେମାନଙ୍କ ଖଡ୍ଗ ଓ ବର୍ଚ୍ଛା ଓ ଧନୁ ସହିତ ନିଯୁକ୍ତ କଲି।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ମୁଁ ପ୍ରାଚୀର ପଛଆଡ଼େ ନୀଚସ୍ଥ ମେଲା ସ୍ଥାନରେ ଲୋକମାନଙ୍କୁ ସେମାନଙ୍କ ପରିବାର ଅନୁସାରେ ସେମାନଙ୍କ ଖଡ୍ଗ ଓ ବର୍ଚ୍ଛା ଓ ଧନୁ ସହିତ ନିଯୁକ୍ତ କଲି।