Nehemiah 4:14 — Compare Translations

5 translations compared side by side

Odia - 1840
"ଯେତବେେଳେ ମୁଁ ଏ ପରିସ୍ଥିତି ଦେଖିଲି, ମୁଁ ଉଠିଲି ଏବଂ କୁଳନୀମାନଙ୍କୁ, ଅଧ୍ଯକ୍ଷମାନଙ୍କୁ ଓ ଅନ୍ୟ ଲୋକମାନଙ୍କୁ କହିଲି, ତୁମ୍ଭମାନେେ ସମାନଙ୍କେୁ ଭୟ କର ନାହିଁ। ସଦାପ୍ରଭୁଙ୍କୁ ସ୍ମରଣ କର। ସଦାପ୍ରଭୁ ମହାନ୍ ଓ ଭୟଙ୍କର ଅଟନ୍ତି। ଆଉ ତୁମ୍ଭମାନେେ ଆପଣା ଆପଣା ଭାତୃଗଣ, ପୁତ୍ର ଓ କନ୍ଯାଗଣ ଆପଣା ଆପଣା ସ୍ତ୍ରୀଗଣ ଆପଣା ଗୃହ ନିମନ୍ତେ ୟୁଦ୍ଧ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୁଁ ଦୃଷ୍ଟିପାତ କଲି ଓ ଉଠି କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଅନ୍ୟାନ୍ୟ ଲୋକଙ୍କୁ କହିଲି; ତୁମ୍ଭେମାନେ ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ; ପ୍ରଭୁଙ୍କୁ ସ୍ମରଣ କର, ସେ ମହାନ ଓ ଭୟଙ୍କର ଅଟନ୍ତି, ଆଉ ତୁମ୍ଭେମାନେ ଆପଣା ଆପଣା ଭ୍ରାତୃଗଣ, ପୁତ୍ର ଓ କନ୍ୟାଗଣ, ଆପଣା ଆପଣା ଭାର୍ଯ୍ୟାଗଣ ଓ ଗୃହ ନିମନ୍ତେ ଯୁଦ୍ଧ କର ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ମୁଁ ଏ ପରିସ୍ଥିତି ଦେଖିଲି, ମୁଁ ଉଠିଲି ଏବଂ କୁଳୀନମାନଙ୍କୁ, ଅଧ୍ୟକ୍ଷମାନଙ୍କୁ ଓ ଅନ୍ୟ ଲୋକମାନଙ୍କୁ କହିଲି, “ତୁମ୍ଭେମାନେ ସେମାନଙ୍କୁ ଭୟ କର ନାହିଁ। ସଦାପ୍ରଭୁଙ୍କୁ ସ୍ମରଣ କର। ସଦାପ୍ରଭୁ ମହାନ ଓ ଭୟଙ୍କର ଅଟନ୍ତି। ଆଉ ତୁମ୍ଭେମାନେ ଆପଣା ଆପଣା ଭାତୃଗଣ, ପୁତ୍ର ଓ କନ୍ୟାଗଣ ଆପଣା ଆପଣା ସ୍ତ୍ରୀଗଣ ଆପଣା ଗୃହ ନିମନ୍ତେ ଯୁଦ୍ଧ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୁଁ ଦୃଷ୍ଟିପାତ କଲି ଓ ଉଠି କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଅନ୍ୟାନ୍ୟ ଲୋକଙ୍କୁ କହିଲି; “ତୁମ୍ଭେମାନେ ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ; ପ୍ରଭୁଙ୍କୁ ସ୍ମରଣ କର, ସେ ମହାନ ଓ ଭୟଙ୍କର ଅଟନ୍ତି, ଆଉ ତୁମ୍ଭେମାନେ ଆପଣା ଆପଣା ଭ୍ରାତୃଗଣ, ପୁତ୍ର ଓ କନ୍ୟାଗଣ, ଆପଣା ଆପଣା ଭାର୍ଯ୍ୟାଗଣ ଓ ଗୃହ ନିମନ୍ତେ ଯୁଦ୍ଧ କର।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୁଁ ଦୃଷ୍ଟିପାତ କଲି ଓ ଉଠି କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଅନ୍ୟାନ୍ୟ ଲୋକଙ୍କୁ କହିଲି; “ତୁମ୍ଭେମାନେ ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ; ପ୍ରଭୁଙ୍କୁ ସ୍ମରଣ କର, ସେ ମହାନ୍ ଓ ଭୟଙ୍କର ଅଟନ୍ତି, ଆଉ ତୁମ୍ଭେମାନେ ଆପଣା ଆପଣା ଭ୍ରାତୃଗଣ, ପୁତ୍ର ଓ କନ୍ୟାଗଣ, ଆପଣା ଆପଣା ଭାର୍ଯ୍ୟାଗଣ ଓ ଗୃହ ନିମନ୍ତେ ଯୁଦ୍ଧ କର।”