Nehemiah 4:15 — Compare Translations
5 translations compared side by side
Odia - 1840
"ଏହାପରେ ଆମ୍ଭମାନଙ୍କ ଶତୃଗଣର ମନ୍ତ୍ରଣା ଆମ୍ଭମାନଙ୍କୁ ଜଣା ୟାଇଅଛି ଓ ପରମେଶ୍ବର ତାହା ବିଫଳ କରିଅଛନ୍ତି। ଏହା ସମାନେେ ଶୁଣିବାରୁ ଆମ୍ଭମାନେେ ପ୍ରେତ୍ୟକକ ପ୍ରାଚୀର ରେ ନିଜ ନିଜ କାର୍ୟ୍ଯକୁ ଫରେିଗଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଆମ୍ଭମାନଙ୍କ ଶତ୍ରୁଗଣର ମନ୍ତ୍ରଣା ଆମ୍ଭମାନଙ୍କୁ ଜଣା ଯାଇଅଛି ଓ ପରମେଶ୍ଵର ତାହା ବିଫଳ କରିଅଛନ୍ତି, ଏହା ସେମାନେ ଶୁଣନ୍ତେ, ଆମ୍ଭେମାନେ ପ୍ରତ୍ୟେକେ ପ୍ରାଚୀରରେ ଆପଣା ଆପଣା କାର୍ଯ୍ୟକୁ ଫେରିଗଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଆମ୍ଭମାନଙ୍କ ଶତ୍ରୁଗଣର ମନ୍ତ୍ରଣା ଆମ୍ଭମାନଙ୍କୁ ଜଣା ଯାଇଅଛି ଓ ପରମେଶ୍ୱର ତାହା ବିଫଳ କରିଅଛନ୍ତି। ଏହା ସେମାନେ ଶୁଣିବାରୁ ଆମ୍ଭେମାନେ ପ୍ରତ୍ୟେକ ପ୍ରାଚୀରରେ ନିଜ ନିଜ କାର୍ଯ୍ୟକୁ ଫେରିଗଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ଆମ୍ଭମାନଙ୍କ ଶତ୍ରୁଗଣର ମନ୍ତ୍ରଣା ଆମ୍ଭମାନଙ୍କୁ ଜଣାଯାଇଅଛି ଓ ପରମେଶ୍ୱର ତାହା ବିଫଳ କରିଅଛନ୍ତି, ଏହା ସେମାନେ ଶୁଣନ୍ତେ, ଆମ୍ଭେମାନେ ପ୍ରତ୍ୟେକେ ପ୍ରାଚୀରରେ ଆପଣା ଆପଣା କାର୍ଯ୍ୟକୁ ଫେରିଗଲୁ।
Odia IRV 2017 (ଓଡିଆ ବାଇବେଲ)
ପରେ ଆମ୍ଭମାନଙ୍କ ଶତ୍ରୁଗଣର ମନ୍ତ୍ରଣା ଆମ୍ଭମାନଙ୍କୁ ଜଣା ଯାଇଅଛି ଓ ପରମେଶ୍ୱର ତାହା ବିଫଳ କରିଅଛନ୍ତି, ଏହା ସେମାନେ ଶୁଣନ୍ତେ, ଆମ୍ଭେମାନେ ପ୍ରତ୍ୟେକେ ପ୍ରାଚୀରରେ ଆପଣା ଆପଣା କାର୍ଯ୍ୟକୁ ଫେରିଗଲୁ।