Nehemiah 4:16 — Compare Translations
5 translations compared side by side
Odia - 1840
"ଆଉ ସହେି ଦିନଠାରୁ ଆମ୍ଭ ଦାସଗଣର ଅର୍ଦ୍ଧକେ କର୍ମ କଲେ ଓ ସମାନଙ୍କେର ଅର୍ଦ୍ଧକେ ବର୍ଚ୍ଛା, ଢାଲ, ଧନୁ, ସାଞ୍ଚୁଆ ଧରି ରହିଲେ। ପୁଣି ଅଧିକାରୀମାନେ ଯିହୁଦାର ସମସ୍ତ ପରିବରର ପଛ ରେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେହି ଦିନଠାରୁ ଆମ୍ଭ ଦାସଗଣର ଅର୍ଦ୍ଧେକ କର୍ମ କଲେ ଓ ସେମାନଙ୍କର ଅର୍ଦ୍ଧେକ ବର୍ଚ୍ଛା, ଢାଲ, ଧନୁ, ଓ ସାଞ୍ଜୁଆ ଧରି ରହିଲେ; ପୁଣି, ଅଧ୍ୟକ୍ଷମାନେ ଯିହୁଦାର ସମଗ୍ର ଗୋଷ୍ଠୀର ପଶ୍ଚାତ୍ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେହି ଦିନଠାରୁ ଆମ୍ଭ ଦାସଗଣର ଅର୍ଦ୍ଧେକ କର୍ମ କଲେ ଓ ସେମାନଙ୍କର ଅର୍ଦ୍ଧେକ ବର୍ଚ୍ଛା, ଢାଲ, ଧନୁ, ସାଞ୍ଚୁଆ ଧରି ରହିଲେ। ପୁଣି ଅଧିକାରୀମାନେ ଯିହୁଦାର ସମସ୍ତ ପରିବରର ପଛରେ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେହି ଦିନଠାରୁ ଆମ୍ଭ ଦାସଗଣର ଅର୍ଦ୍ଧେକ କର୍ମ କଲେ ଓ ସେମାନଙ୍କର ଅର୍ଦ୍ଧେକ ବର୍ଚ୍ଛା, ଢାଲ, ଧନୁ, ଓ ସାଞ୍ଜୁଆ ଧରି ରହିଲେ; ପୁଣି, ଅଧ୍ୟକ୍ଷମାନେ ଯିହୁଦାର ସମଗ୍ର ଗୋଷ୍ଠୀର ପଛରେ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେହି ଦିନଠାରୁ ଆମ୍ଭ ଦାସଗଣର ଅର୍ଦ୍ଧେକ କର୍ମ କଲେ ଓ ସେମାନଙ୍କର ଅର୍ଦ୍ଧେକ ବର୍ଚ୍ଛା, ଢାଲ, ଧନୁ, ଓ ସାଞ୍ଜୁଆ ଧରି ରହିଲେ; ପୁଣି, ଅଧ୍ୟକ୍ଷମାନେ ଯିହୁଦାର ସମଗ୍ର ଗୋଷ୍ଠୀର ପଛରେ ରହିଲେ।