Nehemiah 4:17 — Compare Translations

5 translations compared side by side

Odia - 1840
"ଯେଉଁମାନେ ପ୍ରାଚୀର ଗଢିଲେ ଓ ଯେଉଁମାନେ ଭାର ବୋହିଲେ, ପ୍ରେତ୍ୟକକ ଜଣ ଏକ ହସ୍ତ ରେ କର୍ମ କଲେ ଓ ଅନ୍ୟ ହସ୍ତ ରେ ଅସ୍ତ୍ର ଧରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ପ୍ରାଚୀର ଗଢ଼ିଲେ ଓ ଯେଉଁମାନେ ଭାର ବହିଲେ, ସେମାନେ ଆପେ ଆପେ ଭାର ଉଠାଇଲେ, ପ୍ରତି ଜଣ ଏକ ହସ୍ତରେ କର୍ମ କଲେ ଓ ଅନ୍ୟ ହସ୍ତରେ ଅସ୍ତ୍ର ଧରିଲେ;
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ପ୍ରାଚୀର ଗଢ଼ିଲେ ଓ ଯେଉଁମାନେ ଭାର ବୋହିଲେ, ପ୍ରତ୍ୟେକ ଜଣ ଏକ ହସ୍ତରେ କର୍ମ କଲେ ଓ ଅନ୍ୟ ହସ୍ତରେ ଅସ୍ତ୍ର ଧରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ପ୍ରାଚୀର ଗଢ଼ିଲେ ଓ ଯେଉଁମାନେ ଭାର ବହିଲେ, ସେମାନେ ଆପେ ଆପେ ଭାର ଉଠାଇଲେ, ପ୍ରତି ଜଣ ଏକ ହସ୍ତରେ କର୍ମ କଲେ ଓ ଅନ୍ୟ ହସ୍ତରେ ଅସ୍ତ୍ର ଧରିଲେ;
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ପ୍ରାଚୀର ଗଢ଼ିଲେ ଓ ଯେଉଁମାନେ ଭାର ବହିଲେ, ସେମାନେ ଆପେ ଆପେ ଭାର ଉଠାଇଲେ, ପ୍ରତି ଜଣ ଏକ ହସ୍ତରେ କର୍ମ କଲେ ଓ ଅନ୍ୟ ହସ୍ତରେ ଅସ୍ତ୍ର ଧରିଲେ;