Nehemiah 4:18 — Compare Translations

5 translations compared side by side

Odia - 1840
"ଆଉ ଗାନ୍ଥକମାନଙ୍କର ପ୍ରେତ୍ୟକକ ଆପଣା ଆପଣା କଟି ଦେଶ ରେ ଖଡ୍ଗ ବାନ୍ଧିଲେ। ପୁଣି ତୂରୀ ବଜାଇବା ଲୋକ ଆମ୍ଭ ନିକଟରେ ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଗାନ୍ଥକମାନଙ୍କର ପ୍ରତ୍ୟେକେ ଆପଣା ଆପଣା କଟିଦେଶରେ ଖଡ଼୍‍ଗ ବାନ୍ଧି ଗାନ୍ଥିଲେ । ପୁଣି, ତୂରୀ ବଜାଇବା ଲୋକ ଆମ୍ଭ ନିକଟରେ ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଗାନ୍ଥକମାନଙ୍କର ପ୍ରତ୍ୟେକ ଆପଣା ଆପଣା କଟି ଦେଶରେ ‌‌ଖ‌ଡ଼୍‌ଗ ବାନ୍ଧିଲେ। ପୁଣି ତୂରୀ ବଜାଇବା ଲୋକ ଆମ୍ଭ ନିକଟରେ ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ନିର୍ମାଣକାରୀମାନଙ୍କର ପ୍ରତ୍ୟେକେ ଆପଣା ଆପଣା କଟିଦେଶରେ ଖଡ୍ଗ ବାନ୍ଧି ସେହିପରି କାର୍ଯ୍ୟ କଲେ। ପୁଣି, ତୂରୀ ବଜାଇବା ଲୋକ ଆମ୍ଭ ନିକଟରେ ରହିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ନିର୍ମାଣକାରୀମାନଙ୍କର ପ୍ରତ୍ୟେକେ ଆପଣା ଆପଣା କଟିଦେଶରେ ଖଡ୍ଗ ବାନ୍ଧି ସେହିପରି କାର୍ଯ୍ୟ କଲେ। ପୁଣି, ତୂରୀ ବଜାଇବା ଲୋକ ଆମ୍ଭ ନିକଟରେ ରହିଲା।