Nehemiah 4:19 — Compare Translations

5 translations compared side by side

Odia - 1840
"ଏହାପରେ ଆମ୍ଭେ କୁଳୀନମାନଙ୍କୁ ଓ ଅଧ୍ଯକ୍ଷମାନଙ୍କୁ ଓ ଅନ୍ଯାନ୍ଯ ଲୋକଙ୍କୁ କହିଲୁ, କାର୍ୟ୍ଯକାରୀ ଓ ବିସ୍ତୀର୍ଣ୍ଣ ପୁଣି ଆମ୍ଭମାନେେ ପ୍ରାଚୀର ଉପରେ ପୃଥକ ହାଇେ ଜଣେ ଜଣକଠାରୁ ଦୂର ରେ ଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଆମ୍ଭେ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଅନ୍ୟାନ୍ୟ ଲୋକଙ୍କୁ କହିଲୁ, କାର୍ଯ୍ୟ ଭାରୀ ଓ ବିସ୍ତୀର୍ଣ୍ଣ, ପୁଣି ଆମ୍ଭେମାନେ ପ୍ରାଚୀର ଉପରେ ପୃଥକ୍ ହୋଇ ଏକ ଆରେକଠାରୁ ଦୂରରେ ଅଛୁ;
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଆମ୍ଭେ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଅନ୍ୟାନ୍ୟ ଲୋକଙ୍କୁ କହିଲୁ, “କାର୍ଯ୍ୟକାରୀ ଓ ବିସ୍ତୀର୍ଣ୍ଣ ପୁଣି ଆମ୍ଭେମାନେ ପ୍ରାଚୀର ଉପରେ ପୃଥକ ହୋଇ ଜଣେ ଜଣକଠାରୁ ଦୂରରେ ଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହାପରେ ଆମ୍ଭେ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଅନ୍ୟାନ୍ୟ ଲୋକଙ୍କୁ କହିଲୁ, “କାର୍ଯ୍ୟ ଭାରୀ ଓ ବିସ୍ତୀର୍ଣ୍ଣ, ପୁଣି ଆମ୍ଭେମାନେ ପ୍ରାଚୀର ଉପରେ ପୃଥକ ହୋଇ ଏକଆରେକଠାରୁ ଦୂରରେ ଅଛୁ;
Odia IRV 2017 (ଓଡିଆ ବାଇବେଲ)
ଏହା ପରେ ଆମ୍ଭେ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଅନ୍ୟାନ୍ୟ ଲୋକଙ୍କୁ କହିଲୁ, କାର୍ଯ୍ୟ ଭାରୀ ଓ ବିସ୍ତୀର୍ଣ୍ଣ, ପୁଣି ଆମ୍ଭେମାନେ ପ୍ରାଚୀର ଉପରେ ପୃଥକ୍‍ ହୋଇ ଏକ ଆରେକଠାରୁ ଦୂରରେ ଅଛୁ;