Nehemiah 4:2 — Compare Translations
5 translations compared side by side
Odia - 1840
"ସେ ଆପଣା ଭାତୃଗଣ ଓ ଶମରୀଯ ସୈନ୍ଯଦଳ ସାକ୍ଷାତ ରେ ଏହି କଥା କହିଲା, ଏହି ଦୁର୍ବଳ ୟିହୁଦୀମାନେ କ'ଣ କରୁଛନ୍ତି? ସମାନେେ କ'ଣ ଗଡ ବନ୍ଦ କରି ରହିବେ? ସମାନେେ କାହିଁକି ବଳିଦାନ କରିବେ? ସମାନେେ କ'ଣ ଦିନକରେ ସମାପ୍ତ କରିବେ? ସମାନେେ କ'ଣ ପୋଡା ପ୍ରାଚୀରର ଗଦାରୁ ବ୍ଯବହାର୍ୟ୍ଯ ପଥର ବାଛି ପାରିବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଆପଣା ଭ୍ରାତୃଗଣ ଓ ଶମରୀୟ ସୈନ୍ୟଦଳ ସାକ୍ଷାତରେ ଏହି କଥା କହିଲା, ଏହି ନିସ୍ତେଜ ଯିହୁଦୀୟମାନେ କଅଣ କରୁଅଛନ୍ତି? ସେମାନେ କʼଣ ଗଡ଼ବନ୍ଦି କରି ରହିବେ? ସେମାନେ କʼଣ ବଳିଦାନ କରିବେ? ସେମାନେ କʼଣ ଦିନକରେ ସମାପ୍ତ କରିବେ? ସେମାନେ କʼଣ କାନ୍ଥଡ଼ାର ଢିପିରୁ ଦଗ୍ଧ ପ୍ରସ୍ତର କାଢ଼ି ସଜୀବ କରିବେ?
Odia Bible ERV 2004 (ପବିତ୍ର ବାଇବଲ)
ସେ ଆପଣା ଭାତୃଗଣ ଓ ଶମରୀୟ ସୈନ୍ୟଦଳ ସାକ୍ଷାତରେ ଏହି କଥା କହିଲା, “ଏହି ଦୁର୍ବଳ ଯିହୁଦୀମାନେ କ’ଣ କରୁଛନ୍ତି? ସେମାନେ କ’ଣ ଗଡ଼ ବନ୍ଦ କରି ରହିବେ? ସେମାନେ କାହିଁକି ବଳିଦାନ କରିବେ? ସେମାନେ କ’ଣ ଦିନକରେ ସମାପ୍ତ କରିବେ? ସେମାନେ କ’ଣ ପୋଡ଼ା ପ୍ରାଚୀରର ଗଦାରୁ ବ୍ୟବହାର୍ଯ୍ୟ ପଥର ବାଛି ପାରିବେ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଆପଣା ଭ୍ରାତୃଗଣ ଓ ଶମରୀୟା ସୈନ୍ୟଦଳ ସାକ୍ଷାତରେ ଏହି କଥା କହିଲା, “ଏହି ଦୁର୍ବଳ ଯିହୁଦୀୟମାନେ କଅଣ କରୁଅଛନ୍ତି? ସେମାନେ କʼଣ ଗଡ଼ବନ୍ଦି କରି ରହିବେ? ସେମାନେ କʼଣ ବଳିଦାନ କରିବେ? ସେମାନେ କʼଣ ଦିନକରେ ସମାପ୍ତ କରିବେ? ସେମାନେ କʼଣ କାନ୍ଥଡ଼ାର ଢିପିରୁ ଦଗ୍ଧ ପ୍ରସ୍ତର କାଢ଼ି ସଜୀବ କରିବେ?”
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଆପଣା ଭ୍ରାତୃଗଣ ଓ ଶମରୀୟା ସୈନ୍ୟଦଳ ସାକ୍ଷାତରେ ଏହି କଥା କହିଲା, “ଏହି ଦୁର୍ବଳ ଯିହୁଦୀୟମାନେ କଅଣ କରୁଅଛନ୍ତି? ସେମାନେ କ’ଣ ଗଡ଼ବନ୍ଦି କରି ରହିବେ? ସେମାନେ କ’ଣ ବଳିଦାନ କରିବେ? ସେମାନେ କ’ଣ ଦିନକରେ ସମାପ୍ତ କରିବେ? ସେମାନେ କ’ଣ କାନ୍ଥଡ଼ାର ଢିପିରୁ ଦଗ୍ଧ ପ୍ରସ୍ତର କାଢ଼ି ସଜୀବ କରିବେ?”