Nehemiah 4:20 — Compare Translations
5 translations compared side by side
Odia - 1840
"ଏଣୁ ଯକେୈଣସି ସ୍ଥାନ ରେ ତୂରୀର ଶଦ୍ଦ ଶୁଣିବ, ସେ ସ୍ଥାନରୁ ଆମ୍ଭମାନଙ୍କ ନିକଟକୁ ଆସିବ। ଆମ୍ଭମାନଙ୍କ ପରମେଶ୍ବର ଆମ୍ଭମାନଙ୍କ ପକ୍ଷ ରେ ୟୁଦ୍ଧ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଯେକୌଣସି ସ୍ଥାନରେ ତୂରୀର ଶଦ୍ଦ ଶୁଣିବ, ସେସ୍ଥାନରୁ ଆମ୍ଭମାନଙ୍କ ନିକଟକୁ ଆସିବ; ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ଯେକୌଣସି ସ୍ଥାନରେ ତୂରୀର ଶବ୍ଦ ଶୁଣିବ, ସେ ସ୍ଥାନରୁ ଆମ୍ଭମାନଙ୍କ ନିକଟକୁ ଆସିବ। ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଯେକୌଣସି ସ୍ଥାନରେ ତୂରୀର ଶବ୍ଦ ଶୁଣିବ, ସେସ୍ଥାନରୁ ଆମ୍ଭମାନଙ୍କ ନିକଟକୁ ଆସିବ; ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଯେକୌଣସି ସ୍ଥାନରେ ତୂରୀର ଶବ୍ଦ ଶୁଣିବ, ସେସ୍ଥାନରୁ ଆମ୍ଭମାନଙ୍କ ନିକଟକୁ ଆସିବ; ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ।