Nehemiah 4:21 — Compare Translations

5 translations compared side by side

Odia - 1840
"ଏହି ରୂପେ ଆମ୍ଭମାନେେ ସହେି କାର୍ୟ୍ଯ ରେ ପରିଶ୍ରମ କଲୁ। ପୁଣି ଅରୁଣୋଦଯ ସମୟଠାରୁ ତାହା ଦେଖିବା ସମୟ ପର୍ୟ୍ଯନ୍ତ ସମାନଙ୍କେର ଅର୍ଦ୍ଧୋକ ଲୋକ ବର୍ଚ୍ଛା ଧରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଆମ୍ଭେମାନେ ସେହି କାର୍ଯ୍ୟରେ ପରିଶ୍ରମ କଲୁ, ପୁଣି ଅରୁଣୋଦୟ ସମୟଠାରୁ ତାରା ଦେଖାଯିବା ପର୍ଯ୍ୟନ୍ତ ସେମାନଙ୍କର ଅର୍ଦ୍ଧେକ ଲୋକ ବର୍ଚ୍ଛା ଧରିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିରୂପେ ଆମ୍ଭେମାନେ ସେହି କାର୍ଯ୍ୟରେ ପରିଶ୍ରମ କଲୁ। ପୁଣି ଅରୁଣୋଦୟ ସମୟଠାରୁ ତାହା ଦେଖିବା ସମୟ ପର୍ଯ୍ୟନ୍ତ ସେମାନଙ୍କର ଅର୍ଦ୍ଧେକ ଲୋକ ବର୍ଚ୍ଛା ଧରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଆମ୍ଭେମାନେ ସେହି କାର୍ଯ୍ୟରେ ପରିଶ୍ରମ କଲୁ, ପୁଣି ପ୍ରତ୍ୟୁଷ ସମୟଠାରୁ ତାରା ଦେଖାଯିବା ପର୍ଯ୍ୟନ୍ତ ସେମାନଙ୍କର ଅର୍ଦ୍ଧେକ ଲୋକ ବର୍ଚ୍ଛା ଧରିଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଆମ୍ଭେମାନେ ସେହି କାର୍ଯ୍ୟରେ ପରିଶ୍ରମ କଲୁ, ପୁଣି ପ୍ରତ୍ୟୁଷ ସମୟଠାରୁ ତାରା ଦେଖାଯିବା ପର୍ଯ୍ୟନ୍ତ ସେମାନଙ୍କର ଅର୍ଦ୍ଧେକ ଲୋକ ବର୍ଚ୍ଛା ଧରିଲେ।