Nehemiah 4:22 — Compare Translations

5 translations compared side by side

Odia - 1840
"ସହେି ସମୟରେ ଆମ୍ଭେ ଲୋକମାନଙ୍କୁ ଆହୁରି କହିଲୁ, ପ୍ରେତ୍ୟକକ ଲୋକ ରାତ୍ରି କାଳ ରେ ଆପଣା ଆପଣା ଦାସ ସହିତ ୟିରୁଶାଲମ ଭିତ ରେ ରୁହନ୍ତୁ। ତହିଁରେ ସମାନେେ ରାତ୍ରି ରେ ଆମ୍ଭମାନଙ୍କର ପ୍ରହରୀ ହାଇେ ପାରିବେ ଓ ଦିବସ ରେ କର୍ମ କରିପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ଆମ୍ଭେ ଲୋକମାନଙ୍କୁ ଆହୁରି କହିଲୁ, ପ୍ରତ୍ୟେକ ଲୋକ ରାତ୍ରିକାଳରେ ଆପଣା ଆପଣା ଦାସ ସହିତ ଯିରୂଶାଲମ ଭିତରେ ରହନ୍ତୁ, ତହିଁରେ ସେମାନେ ରାତ୍ରିରେ ଆମ୍ଭମାନଙ୍କର ପ୍ରହରୀ ହୋଇ ପାରିବେ ଓ ଦିବସରେ କର୍ମ କରି ପାରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ଆମ୍ଭେ ଲୋକମାନଙ୍କୁ ଆହୁରି କହିଲୁ, “ପ୍ରତ୍ୟେକ ଲୋକ ରାତ୍ରିକାଳରେ ଆପଣା ଆପଣା ଦାସ ସହିତ ଯିରୁଶାଲମ ଭିତରେ ରୁହନ୍ତୁ। ତହିଁରେ ସେମାନେ ରାତ୍ରିରେ ଆମ୍ଭମାନଙ୍କର ପ୍ରହରୀ ହୋଇ ପାରିବେ ଓ ଦିବସରେ କର୍ମ କରି ପାରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଆମ୍ଭେ ଲୋକମାନଙ୍କୁ ଆହୁରି କହିଲୁ, “ପ୍ରତ୍ୟେକ ଲୋକ ରାତ୍ରିକାଳରେ ଆପଣା ଆପଣା ଦାସ ସହିତ ଯିରୂଶାଲମ ଭିତରେ ରହନ୍ତୁ, ତହିଁରେ ସେମାନେ ରାତ୍ରିରେ ଆମ୍ଭମାନଙ୍କର ପ୍ରହରୀ ହୋଇ ପାରିବେ ଓ ଦିବସରେ କର୍ମ କରି ପାରିବେ।”
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଆମ୍ଭେ ଲୋକମାନଙ୍କୁ ଆହୁରି କହିଲୁ, “ପ୍ରତ୍ୟେକ ଲୋକ ରାତ୍ରିକାଳରେ ଆପଣା ଆପଣା ଦାସ ସହିତ ଯିରୂଶାଲମ ଭିତରେ ରହନ୍ତୁ, ତହିଁରେ ସେମାନେ ରାତ୍ରିରେ ଆମ୍ଭମାନଙ୍କର ପ୍ରହରୀ ହୋଇ ପାରିବେ ଓ ଦିବସରେ କର୍ମ କରି ପାରିବେ।