Nehemiah 4:23 — Compare Translations
5 translations compared side by side
Odia - 1840
"ଏହିପରି ମୁଁ କି ମାରେ ଭାଇମାନେ କି ମାରେ ଦାସମାନେ କିଅବା ମାେ ପଶ୍ଚାଦବର୍ତ୍ତୀ ପ୍ରହରୀମାନେ କହେି ଆପଣା ଦହରେୁ ବସ୍ତ୍ର କାଢିଲେ ନାହିଁ। ପ୍ରେତ୍ୟକକ ଲୋକର ତା ପାଖ ରେ ସର୍ବଦା ଅସ୍ତ୍ର ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଆମ୍ଭେ କି ଆମ୍ଭ ଭାଇମାନେ କି ଆମ୍ଭ ଦାସମାନେ କିଅବା ଆମ୍ଭ ପଶ୍ଚାଦ୍ବର୍ତ୍ତୀ ପ୍ରହରୀମାନେ କେହି ଆପଣା ଦେହରୁ ବସ୍ତ୍ର କାଢ଼ିଲୁ ନାହିଁ, ପ୍ରତି ଜଣ ଆପଣା ଆପଣା ଅସ୍ତ୍ରଶସ୍ତ୍ର ସହିତ ଜଳ ନିକଟକୁ ଗଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ମୁଁ କି ମୋର ଭାଇମାନେ କି ମୋର ଦାସମାନେ କିଅବା ମୋ’ ପଶ୍ଚାଦ୍ବର୍ତ୍ତୀ ପ୍ରହରୀମାନେ କେହି ଆପଣା ଦେହରୁ ବସ୍ତ୍ର କାଢ଼ିଲୁ ନାହିଁ। ପ୍ରତ୍ୟେକ ଲୋକର ତା’ ପାଖରେ ସର୍ବଦା ଅସ୍ତ୍ର ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଆମ୍ଭେ କି ଆମ୍ଭ ଭାଇମାନେ କି ଆମ୍ଭ ଦାସମାନେ କିଅବା ଆମ୍ଭ ପଶ୍ଚାଦ୍ବର୍ତ୍ତୀ ପ୍ରହରୀମାନେ କେହି ଆପଣା ଦେହରୁ ବସ୍ତ୍ର କାଢ଼ିଲୁ ନାହିଁ, ପ୍ରତି ଜଣ ଆପଣା ଆପଣା ଅସ୍ତ୍ରଶସ୍ତ୍ର ସହିତ ଜଳ ନିକଟକୁ ଗଲୁ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଆମ୍ଭେ କି ଆମ୍ଭ ଭାଇମାନେ କି ଆମ୍ଭ ଦାସମାନେ କିଅବା ଆମ୍ଭ ପଶ୍ଚାଦ୍ବର୍ତ୍ତୀ ପ୍ରହରୀମାନେ କେହି ଆପଣା ଦେହରୁ ବସ୍ତ୍ର କାଢ଼ିଲୁ ନାହିଁ, ପ୍ରତି ଜଣ ଆପଣା ଆପଣା ଅସ୍ତ୍ରଶସ୍ତ୍ର ସହିତ ଜଳ ନିକଟକୁ ଗଲୁ।