Nehemiah 4:3 — Compare Translations

5 translations compared side by side

Odia - 1840
"ଏହି ସମୟରେ ଅେମ୍ମାନୀୟ ଟୋବିୟ ତାହା ପାଖ ରେ ଥିଲା, ଆଉ ସେ କହିଲା, ସମାନେେ ଯାହା ଗଢୁଛନ୍ତି, ବିଲୁଆ ଚଢିଗଲେ ସେ ସମାନଙ୍କେ ପଥର ପ୍ରାଚରେୀ ଭାଙ୍ଗି ପକାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସମୟରେ ଅମ୍ମୋନୀୟ ଟୋବୀୟ ତାହା ପାଖରେ ଥିଲା, ଆଉ ସେ କହିଲା, ମଧ୍ୟ ସେମାନେ ଯାହା ଗଢ଼ୁଅଛନ୍ତି, ବିଲୁଆ ଚଢ଼ିଗଲେ ସେ ସେମାନଙ୍କ ପଥର ପାଚେରୀ ଭାଙ୍ଗି ପକାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସମୟରେ ଅମ୍ମୋନୀୟ ଟୋବିୟ ତାହା ପାଖରେ ଥିଲା, ଆଉ ସେ କହିଲା, “ସେମାନେ ଯାହା ଗଢ଼ୁଛନ୍ତି, ବିଲୁଆ ଚଢ଼ିଗଲେ ସେ ସେମାନଙ୍କ ପଥର ପ୍ରାଚେରୀ ଭାଙ୍ଗି ପକାଇବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମୟରେ ଅମ୍ମୋନୀୟ ଟୋବୀୟ ତାହା ପାଖରେ ଥିଲା, ଆଉ ସେ କହିଲା, “ମଧ୍ୟ ସେମାନେ ଯାହା ଗଢ଼ୁଅଛନ୍ତି, ବିଲୁଆ ଚଢ଼ିଗଲେ ସେ ସେମାନଙ୍କ ପଥର ପାଚେରୀ ଭାଙ୍ଗି ପକାଇବ।”
Odia IRV 2017 (ଓଡିଆ ବାଇବେଲ)
ଏହି ସମୟରେ ଅମ୍ମୋନୀୟ ଟୋବୀୟ ତାହା ପାଖରେ ଥିଲା, ଆଉ ସେ କହିଲା, “ମଧ୍ୟ ସେମାନେ ଯାହା ଗଢ଼ୁଅଛନ୍ତି, ବିଲୁଆ ଚଢ଼ିଗଲେ ସେ ସେମାନଙ୍କ ପଥର ପାଚେରୀ ଭାଙ୍ଗି ପକାଇବ।”