Nehemiah 4:5 — Compare Translations
5 translations compared side by side
Odia - 1840
"ସମାନଙ୍କେ ଅଧର୍ମ ଆଚ୍ଛାଦନ କରନାହିଁ ଓ ତୁମ୍ଭ ଦୃଷ୍ଟି ରେ ସମାନଙ୍କେ ପାପମାର୍ଜ୍ଜିତ ନ ହେଉ। କାରଣ ନିର୍ମାଣକାରୀମାନଙ୍କୁ ସମାନେେ ଅପମାନିତ କରି ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନଙ୍କ ଅଧର୍ମ ଆଚ୍ଛାଦନ କର ନାହିଁ ଓ ତୁମ୍ଭ ସମ୍ମୁଖରୁ ସେମାନଙ୍କ ପାପ ମାର୍ଜ୍ଜିତ ନ ହେଉ; କାରଣ ଗାନ୍ଥକମାନଙ୍କ ସାକ୍ଷାତରେ ସେମାନେ ତୁମ୍ଭକୁ ବିରକ୍ତ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ଅଧର୍ମ ଆଚ୍ଛାଦନ କର ନାହିଁ ଓ ତୁମ୍ଭ ଦୃଷ୍ଟିରେ ସେମାନଙ୍କ ପାପ ମାର୍ଜ୍ଜିତ ନ ହେଉ। କାରଣ ନିର୍ମାଣକାରୀମାନଙ୍କୁ ସେମାନେ ଅପମାନିତ କରିଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନଙ୍କ ଅଧର୍ମ ଆଚ୍ଛାଦନ କର ନାହିଁ ଓ ତୁମ୍ଭ ସମ୍ମୁଖରୁ ସେମାନଙ୍କ ପାପ ମାର୍ଜିତ ନ ହେଉ; କାରଣ ନିର୍ମାଣକାରୀମାନଙ୍କ ସାକ୍ଷାତରେ ସେମାନେ ତୁମ୍ଭକୁ ବିରକ୍ତ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନଙ୍କ ଅଧର୍ମ ଆଚ୍ଛାଦନ କର ନାହିଁ ଓ ତୁମ୍ଭ ସମ୍ମୁଖରୁ ସେମାନଙ୍କ ପାପ ମାର୍ଜ୍ଜିତ ନ ହେଉ; କାରଣ ନିର୍ମାଣକାରୀମାନଙ୍କ ସାକ୍ଷାତରେ ସେମାନେ ତୁମ୍ଭକୁ ବିରକ୍ତ କରିଅଛନ୍ତି।