Nehemiah 4:6 — Compare Translations

5 translations compared side by side

Odia - 1840
"ଆମ୍ଭେ ୟିରୁଶାଲମର ପ୍ରାଚୀର ଗଠନ କଲୁ। ଆମ୍ଭେ ନଗରର ଚତୁଃପାଶର୍‌ବ ରେ ପ୍ରାଚୀର ଗଠନ କଲୁ। କିନ୍ତୁ ତହିଁର ଉଚ୍ଚତାରୁ ଅର୍ଦ୍ଧ ପର୍ୟ୍ଯନ୍ତ ସମୁଦାଯ ପ୍ରାଚୀର ଏକତ୍ର ସଂୟୁକ୍ତ କରାଗଲା। ଯେ ହତେୁ କର୍ମ କରିବାକୁ ଲୋକମାନଙ୍କ ମନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଆମ୍ଭେମାନେ ପ୍ରାଚୀର ଗଢ଼ିଲୁ ଓ ତହିଁର ଉଚ୍ଚତାର ଅର୍ଦ୍ଧ ପର୍ଯ୍ୟନ୍ତ ସମୁଦାୟ ପ୍ରାଚୀର ଏକତ୍ର ସଂଯୁକ୍ତ କରାଗଲା; ଯେଣୁ କର୍ମ କରିବାକୁ ଲୋକମାନଙ୍କର ମନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଯିରୁଶାଲମର ପ୍ରାଚୀର ଗଠନ କଲୁ। ଆମ୍ଭେ ନଗରର ଚତୁର୍ପାର୍ଶ୍ୱରେ ପ୍ରାଚୀର ଗଠନ କଲୁ। କିନ୍ତୁ ତହିଁର ଉଚ୍ଚତାରୁ ଅର୍ଦ୍ଧ ପର୍ଯ୍ୟନ୍ତ ସମୁଦାୟ ପ୍ରାଚୀର ଏକତ୍ର ସଂଯୁକ୍ତ କରାଗଲା। ଯେହେତୁ କର୍ମ କରିବାକୁ ଲୋକମାନଙ୍କ ମନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଆମ୍ଭେମାନେ ପ୍ରାଚୀର ଗଢ଼ିଲୁ ଓ ତହିଁର ଉଚ୍ଚତାର ଅର୍ଦ୍ଧ ପର୍ଯ୍ୟନ୍ତ ସମୁଦାୟ ପ୍ରାଚୀର ଏକତ୍ର ସଂଯୁକ୍ତ କରାଗଲା; ଯେଣୁ କର୍ମ କରିବାକୁ ଲୋକମାନଙ୍କର ମନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଆମ୍ଭେମାନେ ପ୍ରାଚୀର ଗଢ଼ିଲୁ ଓ ତହିଁର ଉଚ୍ଚତାର ଅର୍ଦ୍ଧ ପର୍ଯ୍ୟନ୍ତ ସମୁଦାୟ ପ୍ରାଚୀର ଏକତ୍ର ସଂଯୁକ୍ତ କରାଗଲା; ଯେଣୁ କର୍ମ କରିବାକୁ ଲୋକମାନଙ୍କର ମନ ଥିଲା।