Nehemiah 4:7 — Compare Translations
5 translations compared side by side
Odia - 1840
"ମାତ୍ର ୟିରୁଶାଲମର ପ୍ରାଚୀରର ମରାମତି କାର୍ୟ୍ଯ ଅଗ୍ରସର ହେଉଅଛି ଓ ଗର୍ତ୍ତଗୁଡିକ ଭର୍ତ୍ତି ହବୋ ପାଇଁ ଯାଉଅଛି, ଏହା ଶୁଣି ସନ୍ବଲ୍ଲଟ୍ ଓ ଟୋବିୟ, ପୁଣି ଆରବୀଯମାନେ ଓ ଅେମ୍ମାନୀୟମାନେ ଓ ଅସ୍ଦୋଦୀଯମାନେ ଅତିଶଯ ରାଗି ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯିରୂଶାଲମ ପ୍ରାଚୀରର ଜୀର୍ଣ୍ଣସଂସ୍କାର କାର୍ଯ୍ୟ ଅଗ୍ରସର ହେଉଅଛି ଓ ଭଗ୍ନସ୍ଥାନସବୁ ବନ୍ଦ ହେବାକୁ ଲାଗୁଅଛି, ଏହା ଶୁଣି ସନ୍ବଲ୍ଲଟ୍ ଓ ଟୋବୀୟ, ପୁଣି ଆରବୀୟମାନେ ଓ ଅମ୍ମୋନୀୟମାନେ ଓ ଅସ୍ଦୋଦୀୟମାନେ ଅତିଶୟ କୋପାନ୍ଵିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯିରୁଶାଲମର ପ୍ରାଚୀରର ମରାମତି କାର୍ଯ୍ୟ ଅଗ୍ରସର ହେଉଅଛି ଓ ଗର୍ତ୍ତଗୁଡ଼ିକ ଭର୍ତ୍ତି ହେବା ପାଇଁ ଯାଉଅଛି, ଏହା ଶୁଣି ସନ୍ବଲ୍ଲଟ୍ ଓ ଟୋବିୟ, ପୁଣି ଆରବୀୟମାନେ ଓ ଅମ୍ମୋନୀୟମାନେ ଓ ଅସ୍ଦୋଦୀୟମାନେ ଅତିଶୟ ରାଗି ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯିରୂଶାଲମ ପ୍ରାଚୀରର ମରାମତି କାର୍ଯ୍ୟ ଅଗ୍ରସର ହେଉଅଛି ଓ ଭଗ୍ନସ୍ଥାନସବୁ ବନ୍ଦ ହେବାକୁ ଲାଗୁଅଛି, ଏହା ଶୁଣି ସନ୍ବଲ୍ଲଟ୍ ଓ ଟୋବୀୟ, ପୁଣି ଆରବୀୟମାନେ ଓ ଅମ୍ମୋନୀୟମାନେ ଓ ଅସ୍ଦୋଦୀୟମାନେ ଅତିଶୟ କ୍ରୁଦ୍ଧ ହେଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯିରୂଶାଲମ ପ୍ରାଚୀରର ମରାମତି କାର୍ଯ୍ୟ ଅଗ୍ରସର ହେଉଅଛି ଓ ଭଗ୍ନସ୍ଥାନସବୁ ବନ୍ଦ ହେବାକୁ ଲାଗୁଅଛି, ଏହା ଶୁଣି ସନ୍ବଲ୍ଲଟ୍ ଓ ଟୋବୀୟ, ପୁଣି ଆରବୀୟମାନେ ଓ ଅମ୍ମୋନୀୟମାନେ ଓ ଅସ୍ଦୋଦୀୟମାନେ ଅତିଶୟ କ୍ରୁଦ୍ଧ ହେଲେ।