Nehemiah 4:8 — Compare Translations
5 translations compared side by side
Odia - 1840
"ଆଉ ସମସ୍ତେ ୟିରୁଶାଲମକୁ ୟାଇ ତହିଁ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ଓ ତହିଁ ମଧିଅରେ ଗଣ୍ତଗୋଳ ଉତ୍ପନ୍ନ କରିବାକୁ ଏକତ୍ର ଚକ୍ରାନ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେସମସ୍ତେ ଯିରୂଶାଲମକୁ ଯାଇ ତହିଁ ବିରୁଦ୍ଧରେ ଯୁଦ୍ଧ କରିବାକୁ ଓ ତହିଁ ମଧ୍ୟରେ ଗଣ୍ତଗୋଳ ଉତ୍ପନ୍ନ କରିବାକୁ ଏକତ୍ର ଚକ୍ରା; କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସମସ୍ତେ ଯିରୁଶାଲମକୁ ଯାଇ ତହିଁ ବିରୁଦ୍ଧରେ ଯୁଦ୍ଧ କରିବାକୁ ଓ ତହିଁ ମଧ୍ୟରେ ଗଣ୍ତଗୋଳ ଉତ୍ପନ୍ନ କରିବାକୁ ଏକତ୍ର ଚକ୍ରାନ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେସମସ୍ତେ ଯିରୂଶାଲମକୁ ଯାଇ ତହିଁ ବିରୁଦ୍ଧରେ ଯୁଦ୍ଧ କରିବାକୁ ଓ ତହିଁ ମଧ୍ୟରେ ଗଣ୍ଡଗୋଳ କରିବାକୁ ଏକତ୍ର ଚକ୍ରାନ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେସମସ୍ତେ ଯିରୂଶାଲମକୁ ଯାଇ ତହିଁ ବିରୁଦ୍ଧରେ ଯୁଦ୍ଧ କରିବାକୁ ଓ ତହିଁ ମଧ୍ୟରେ ଗଣ୍ଡଗୋଳ କରିବାକୁ ଏକତ୍ର ଚକ୍ରାନ୍ତ କଲେ।