Nehemiah 4:9 — Compare Translations
5 translations compared side by side
Odia - 1840
"ମାତ୍ର ଆମ୍ଭମାନେେ ସମାନଙ୍କେ ସକାଶୁ ଆପଣାମାନଙ୍କ ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କଲୁ ଓ ଦିବାରାତ୍ରି ସମାନଙ୍କେ ବିରୁଦ୍ଧ ରେ ପ୍ରହରୀ ରଖିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭେମାନେ ସେମାନଙ୍କ ସକାଶୁ ଆପଣାମାନଙ୍କ ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କଲୁ ଓ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ପ୍ରହରୀ ରଖିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଆମ୍ଭେମାନେ ସେମାନଙ୍କ ସକାଶୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲୁ ଓ ଦିବାରାତ୍ରି ସେମାନଙ୍କ ବିରୁଦ୍ଧରେ ପ୍ରହରୀ ରଖିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭେମାନେ ସେମାନଙ୍କ ସକାଶୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲୁ ଓ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ପ୍ରହରୀ ରଖିଲୁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭେମାନେ ସେମାନଙ୍କ ସକାଶୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲୁ ଓ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ପ୍ରହରୀ ରଖିଲୁ।