Nehemiah 5:1 — Compare Translations
5 translations compared side by side
Odia - 1840
"ଅନକେ ଲୋକେ ୟିହୁଦୀଯ ଭାଇମାନଙ୍କ ବିରୁଦ୍ଧ ରେ ଅଭିଯୋଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯିହୁଦୀୟ ଭାଇମାନଙ୍କ ବିରୁଦ୍ଧରେ ଲୋକମାନଙ୍କର ଓ ସେମାନଙ୍କ ଭାର୍ଯ୍ୟାଗଣର ମହାକ୍ରନ୍ଦନ ଉଠିଲା ।
Odia Bible ERV 2004 (ପବିତ୍ର ବାଇବଲ)
ନିହିମିୟା ଗରିବଲୋକମାନଙ୍କୁ ସାହାଯ୍ୟ କଲେ ଅନେକ ଲୋକେ ଯିହୁଦୀୟ ଭାଇମାନଙ୍କ ବିରୁଦ୍ଧରେ ଅଭିଯୋଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୁଦୀୟ ଭାଇମାନଙ୍କ ବିରୁଦ୍ଧରେ ଲୋକମାନଙ୍କର ଓ ସେମାନଙ୍କ ଭାର୍ଯ୍ୟାଗଣ ସ୍ୱର ଉତ୍ତୋଳନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିହୁଦୀୟ ଭାଇମାନଙ୍କ ବିରୁଦ୍ଧରେ ଲୋକମାନଙ୍କର ଓ ସେମାନଙ୍କ ଭାର୍ଯ୍ୟାଗଣ ସ୍ଵର ଉତ୍ତୋଳନ କଲେ।