Nehemiah 5:10 — Compare Translations
5 translations compared side by side
Odia - 1840
"ମୁଁ, ମାରେ ଆତ୍ମୀଯଗଣ ଏବଂ ମାରେ ଦାସମାନେ ଅନ୍ୟମାନଙ୍କୁ ଟଙ୍କା ଏବଂ ଶସ୍ଯର ଉଧାର ଦେଉଅଛୁ। କିନ୍ତୁ ଆସ ସମାନଙ୍କେଠାରୁ ସୁଧ ଆଦାଯ କରିବା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ମୁଁ, ମୋʼ ଭାଇମାନେ ଓ ମୋହର ଦାସମାନେ ସୁଧରେ ସେମାନଙ୍କୁ ମୁଦ୍ରା ଓ ଶସ୍ୟ ଋଣ ଦେଉଅଛୁ । ମୁଁ ବିନୟ କରୁଅଛି, ଆମ୍ଭେମାନେ ଏହି ସୁଧ ଛାଡ଼ି ଦେଉ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ, ମୋର ଆତ୍ମୀୟଗଣ ଏବଂ ମୋର ଦାସମାନେ ଅନ୍ୟମାନଙ୍କୁ ଟଙ୍କା ଏବଂ ଶସ୍ୟର ଉଧାର ଦେଉଅଛୁ। କିନ୍ତୁ ଆସ ସେମାନଙ୍କଠାରୁ ସୁଧ ଆଦାୟ କରିବା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ମୁଁ, ମୋʼ ଭାଇମାନେ ଓ ମୋହର ଦାସମାନେ ସୁଧରେ ସେମାନଙ୍କୁ ମୁଦ୍ରା ଓ ଶସ୍ୟ ଋଣ ଦେଉଅଛୁ। ମାତ୍ର ଆମ୍ଭେମାନେ ଏହି ଋଣ ଉପରେ ସୁଧ ନେବା ବନ୍ଦ କରିବା ଉଚିତ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ମୁଁ, ମୋ’ ଭାଇମାନେ ଓ ମୋହର ଦାସମାନେ ସୁଧରେ ସେମାନଙ୍କୁ ମୁଦ୍ରା ଓ ଶସ୍ୟ ଋଣ ଦେଉଅଛୁ। ମାତ୍ର ଆମ୍ଭେମାନେ ଏହି ଋଣ ଉପରେ ସୁଧ ନେବା ବନ୍ଦ କରିବା ଉଚିତ୍।