Nehemiah 5:11 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଆଜି ନିଶ୍ଚିତ ସମାନଙ୍କେର ଜମି, ଦ୍ରାକ୍ଷାକ୍ଷେତ୍ର, ଜିତକ୍ଷେତ୍ର ଏବଂ ଗୃହ ଫରୋଇ ଦବେ। ଏହାକୁ ବର୍ତ୍ତମାନ ଫରୋଇ ଦିଅ ଏବଂ ତୁମ୍ଭମାନେେ ସମାନଙ୍କେର ମୁଦ୍ରା, ଶସ୍ଯ, ଦ୍ରାକ୍ଷାରସ ଏବଂ ଜୀତତୈଳ ଯାହା ତୁମ୍ଭମାନେେ ସମାନଙ୍କେଠାରୁ ସୁଧ ହିସାବ ରେ ନଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ବିନୟ କରୁଅଛି, ତୁମ୍ଭେମାନେ ସେମାନଙ୍କର ଶସ୍ୟକ୍ଷେତ୍ର, ସେମାନଙ୍କର ଦ୍ରାକ୍ଷାକ୍ଷେତ୍ର, ସେମାନଙ୍କର ଜୀତ କ୍ଷେତ୍ର ଓ ସେମାନଙ୍କର ଗୃହ, ମଧ୍ୟ ସେମାନଙ୍କଠାରୁ ମୁଦ୍ରା ଓ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଶତକଡ଼ା ଯେଉଁ ବୃଦ୍ଧି ତୁମ୍ଭେମାନେ ନେଇଅଛ, ତାହା ଆଜି ସେମାନଙ୍କୁ ଫେରାଇ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଆଜି ନିଶ୍ଚିତ ସେମାନଙ୍କର ଜମି, ଦ୍ରାକ୍ଷାକ୍ଷେତ୍ର, ଜୀତକ୍ଷେତ୍ର ଏବଂ ଗୃହ ଫେରାଇ ଦେବ। ଏହାକୁ ବର୍ତ୍ତମାନ ଫେରାଇ ଦିଅ ଏବଂ ତୁମ୍ଭେମାନେ ସେମାନଙ୍କର ମୁଦ୍ରା, ଶସ୍ୟ, ଦ୍ରାକ୍ଷାରସ ଏବଂ ଜୀତତୈଳ ଯାହା ତୁମ୍ଭେମାନେ ସେମାନଙ୍କଠାରୁ ସୁଧ ହିସାବରେ ନେଇଥିଲ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସେମାନଙ୍କର ଶସ୍ୟକ୍ଷେତ୍ର, ସେମାନଙ୍କର ଦ୍ରାକ୍ଷାକ୍ଷେତ୍ର, ସେମାନଙ୍କର ଜୀତକ୍ଷେତ୍ର ଓ ସେମାନଙ୍କର ଗୃହ, ମଧ୍ୟ ସେମାନଙ୍କଠାରୁ ମୁଦ୍ରା ଓ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଶତକଡ଼ା ଯେଉଁ ସୁଧ ତୁମ୍ଭେମାନେ ନେଇଅଛ, ତାହା ଆଜି ସେମାନଙ୍କୁ ଫେରାଇ ଦିଅ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସେମାନଙ୍କର ଶସ୍ୟକ୍ଷେତ୍ର, ସେମାନଙ୍କର ଦ୍ରାକ୍ଷାକ୍ଷେତ୍ର, ସେମାନଙ୍କର ଜୀତ କ୍ଷେତ୍ର ଓ ସେମାନଙ୍କର ଗୃହ, ମଧ୍ୟ ସେମାନଙ୍କଠାରୁ ମୁଦ୍ରା ଓ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଶତକଡ଼ା ଯେଉଁ ସୁଧ ତୁମ୍ଭେମାନେ ନେଇଅଛ, ତାହା ଆଜି ସେମାନଙ୍କୁ ଫେରାଇ ଦିଅ।