Nehemiah 5:12 — Compare Translations
5 translations compared side by side
Odia - 1840
"ଏହାପରେ ଧନୀଲୋକମାନେ ଓ ଅଧ୍ଯକ୍ଷମାନେ ତାଙ୍କୁ କହିଲେ, ଆମ୍ଭମାନେେ ଏସବୁ ଫରୋଇ ଦବେୁ, ସମାନଙ୍କେୁ କିଛି ମାଗିବୁ ନାହିଁ। ଆପଣ ଯେପରି କହୁଛନ୍ତି ଆମ୍ଭେ ସହେିପରି କରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ କହିଲେ, ଆମ୍ଭେମାନେ ଫେରାଇ ଦେବୁ ଓ ସେମାନଙ୍କୁ କିଛି ମାଗିବୁ ନାହିଁ; ଆପଣ ଯେପରି କହୁଅଛନ୍ତି, ଆମ୍ଭେମାନେ ସେପରି କରିବୁ । ତହୁଁ ମୁଁ ଯାଜକମାନଙ୍କୁ ଡାକି ଏହି ପ୍ରତିଜ୍ଞାନୁସାରେ ସେମାନେ ଯେପରି କର୍ମ କରିବେ, ଏଥିପାଇଁ ସେମାନଙ୍କୁ ଶପଥ କରାଇଲି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଧନୀଲୋକମାନେ ଓ ଅଧ୍ୟକ୍ଷମାନେ ତାଙ୍କୁ କହିଲେ, “ଆମ୍ଭେମାନେ ଏସବୁ ଫେରାଇ ଦେବୁ, ସେମାନଙ୍କୁ କିଛି ମାଗିବୁ ନାହିଁ। ଆପଣ ଯେପରି କହୁଛନ୍ତି ଆମ୍ଭେ ସେହିପରି କରିବୁ।” ଏହା ପରେ ମୁଁ ଯାଜକମାନଙ୍କୁ ଡାକି ଏହି ପ୍ରତିଜ୍ଞା ଅନୁସାରେ ସେମାନେ ଯେପରି କର୍ମ କରିବେ, ଏଥିପାଇଁ ସେମାନଙ୍କୁ ଶପଥ କରାଇଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ କହିଲେ, “ଆମ୍ଭେମାନେ ଯାହା ନେଇଥିଲୁ ତାହା ଫେରାଇ ଦେବୁ ଓ ସେମାନଙ୍କୁ କିଛି ମାଗିବୁ ନାହିଁ; ଆପଣ ଯେପରି କହୁଅଛନ୍ତି, ଆମ୍ଭେମାନେ ସେପରି କରିବୁ।” ତହୁଁ ମୁଁ ଯାଜକମାନଙ୍କୁ ଡାକି ଏହି ପ୍ରତିଜ୍ଞାନୁସାରେ ସେମାନେ ଯେପରି କର୍ମ କରିବେ, ଏଥିପାଇଁ ସେମାନଙ୍କୁ ଶପଥ କରାଇଲି।
Odia IRV 2017 (ଓଡିଆ ବାଇବେଲ)