Nehemiah 5:14 — Compare Translations
5 translations compared side by side
Odia - 1840
"ମୁଁ ଯିହୁଦା ଦେଶ ରେ ସମାନଙ୍କେର ଅଧ୍ଯକ୍ଷ ପଦ ରେ ନିୟୁକ୍ତି ଥିବା ସମଯାବଧି ଅର୍ଥାତ୍ ଅର୍ତ୍ତକ୍ଷସ୍ତ ରାଜାର ଅଧିକାରର କୋଡିଏ ବର୍ଷଠାରୁ ବତିଶ ବର୍ଷପର୍ୟ୍ଯନ୍ତ ସହେି ବାରବର୍ଷ ମୁଁ କିମ୍ବା ମାରେ ଭାତୃଗଣ ଦଶାେଧ୍ଯକ୍ଷର ବୃତ୍ତି ଭୋଗ କଲୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ମୁଁ ଯିହୁଦା ଦେଶରେ ସେମାନଙ୍କର ଅଧ୍ୟକ୍ଷ ପଦରେ ନିଯୁକ୍ତ ଥିବା ସମୟଠାରୁ, ଅର୍ଥାତ୍, ଅର୍ତ୍ତକ୍ଷସ୍ତ ରାଜାର ଅଧିକାରର କୋଡ଼ିଏ ବର୍ଷଠାରୁ ବତିଶ ବର୍ଷ ପର୍ଯ୍ୟନ୍ତ ବାର ବର୍ଷ ମୁଁ ଓ ମୋʼ ଭ୍ରାତୃଗଣ ଦେଶାଧ୍ୟକ୍ଷର ବୃତ୍ତି ଭୋଗ କଲୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯିହୁଦା ଦେଶରେ ସେମାନଙ୍କର ଅଧ୍ୟକ୍ଷ ପଦରେ ନିଯୁକ୍ତି ଥିବା ସମୟାବଧି ଅର୍ଥାତ୍ ଅର୍ତ୍ତକ୍ଷସ୍ତ ରାଜାର ଅଧିକାରର କୋଡ଼ିଏ ବର୍ଷଠାରୁ ବତିଶ୍ ବର୍ଷପର୍ଯ୍ୟନ୍ତ ସେହି ବାରବର୍ଷ ମୁଁ କିମ୍ବା ମୋର ଭାତୃଗଣ ଦେଶାଧ୍ୟକ୍ଷର ବୃତ୍ତି ଭୋଗ କଲୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ମୁଁ ଯିହୁଦା ଦେଶରେ ସେମାନଙ୍କର ଅଧ୍ୟକ୍ଷ ପଦରେ ନିଯୁକ୍ତ ଥିବା ସମୟଠାରୁ, ଅର୍ଥାତ୍, ଅର୍ତ୍ତକ୍ଷସ୍ତ ରାଜାଙ୍କ ରାଜତ୍ଵର କୋଡ଼ିଏ ବର୍ଷଠାରୁ ବତିଶ ବର୍ଷ ପର୍ଯ୍ୟନ୍ତ ବାର ବର୍ଷ, ମୁଁ ଓ ମୋʼ ଭ୍ରାତୃଗଣ ଦେଶାଧ୍ୟକ୍ଷର ଖାଦ୍ୟ ଭୋଗ କଲୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ମୁଁ ଯିହୁଦା ଦେଶରେ ସେମାନଙ୍କର ଅଧ୍ୟକ୍ଷ ପଦରେ ନିଯୁକ୍ତ ଥିବା ସମୟଠାରୁ, ଅର୍ଥାତ୍, ଅର୍ତ୍ତକ୍ଷସ୍ତ ରାଜାଙ୍କ ରାଜତ୍ଵର କୋଡ଼ିଏ ବର୍ଷଠାରୁ ବତିଶ ବର୍ଷ ପର୍ଯ୍ୟନ୍ତ ବାର ବର୍ଷ, ମୁଁ ଓ ମୋ’ ଭ୍ରାତୃଗଣ ଦେଶାଧ୍ୟକ୍ଷର ଖାଦ୍ୟ ଭୋଗ କଲୁ ନାହିଁ।