Nehemiah 5:15 — Compare Translations

5 translations compared side by side

Odia - 1840
"ମାତ୍ର ମାରେ ପୂର୍ବାବର୍ତ୍ତୀ ଦଶାେଧ୍ଯକ୍ଷମାନଙ୍କ ବ୍ଯଯଭାର ଲୋକମାନଙ୍କୁ ବହିବାକୁ ପଡିଲା। ଆଉ ସମାନେେ ଗ୍ଭଳିଶ ଶକେଲ ରେ ୗପ୍ୟ ମୁଦ୍ରା ଲୋକମାନଙ୍କଠାରୁ ଖାଦ୍ୟ ଓ ଦ୍ରାକ୍ଷାରସ ନେଲେ, କବଳେ ତାହା ନୁହେଁ, ସମାନଙ୍କେ ଦାସମାନେ ଲୋକମାନଙ୍କ ଉପରେ କତ୍ତୁର୍ତ୍ବ କଲେ। ମାତ୍ର ପରମେଶ୍ବରଙ୍କ ପ୍ରତି ଭୟ ସକାଶୁ ମୁଁ ସପରେି କଲିନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୋହର ପୂର୍ବବର୍ତ୍ତୀ ଦେଶାଧ୍ୟକ୍ଷମାନଙ୍କ ବ୍ୟୟଭାର ଲୋକମାନଙ୍କୁ ବହିବାକୁ ପଡ଼ିଲା, ଆଉ ସେମାନେ ଚାଳିଶ ଶେକଲ ରୂପା ଛଡ଼ା ଲୋକମାନଙ୍କଠାରୁ ଖାଦ୍ୟ ଓ ଦ୍ରାକ୍ଷାରସ ନେଲେ; କେବଳ ତାହା ନୁହେଁ, ସେମାନଙ୍କ ଦାସମାନେ ଲୋକମାନଙ୍କ ଉପରେ କର୍ତ୍ତୃତ୍ଵ କଲେ; ମାତ୍ର ପରମେଶ୍ଵରଙ୍କ ପ୍ରତି ଭୟ ସକାଶୁ ମୁଁ ସେପରି କଲି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ମୋର ପୂର୍ବାବର୍ତ୍ତୀ ଦେଶାଧ୍ୟକ୍ଷମାନଙ୍କ ବ୍ୟୟଭାର ଲୋକମାନଙ୍କୁ ବହିବାକୁ ପଡ଼ିଲା। ଆଉ ସେମାନେ ଗ୍ଭଳିଶ୍ ଶେକଲ ରୌପ୍ୟ ମୁଦ୍ରା ଲୋକମାନଙ୍କଠାରୁ ଖାଦ୍ୟ ଓ ଦ୍ରାକ୍ଷାରସ ନେଲେ, କେବଳ ତାହା ନୁହେଁ, ସେମାନଙ୍କ ଦାସମାନେ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କଲେ। ମାତ୍ର ପରମେଶ୍ୱରଙ୍କ ପ୍ରତି ଭୟ ସକାଶୁ ମୁଁ ସେପରି କଲି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୋହର ପୂର୍ବବର୍ତ୍ତୀ ଦେଶାଧ୍ୟକ୍ଷମାନଙ୍କ ବ୍ୟୟଭାର ଲୋକମାନଙ୍କୁ ବହିବାକୁ ପଡ଼ିଲା, ଆଉ ସେମାନେ ଚାଳିଶ ଶେକଲ ରୂପା ଛଡ଼ା ଲୋକମାନଙ୍କଠାରୁ ଖାଦ୍ୟ ଓ ଦ୍ରାକ୍ଷାରସ ନେଲେ; କେବଳ ତାହା ନୁହେଁ, ସେମାନଙ୍କ ଦାସମାନେ ଲୋକମାନଙ୍କ ଉପରେ ଅତ୍ୟାଚାର କଲେ; ମାତ୍ର ପରମେଶ୍ୱରଙ୍କ ପ୍ରତି ଭୟ ସକାଶୁ ମୁଁ ସେପରି କଲି ନାହିଁ।
Odia IRV 2017 (ଓଡିଆ ବାଇବେଲ)