Nehemiah 5:16 — Compare Translations

5 translations compared side by side

Odia - 1840
"ମୁଁ ୟିରୁଶାଲମର ପ୍ରାଚୀର କାର୍ୟ୍ଯ ରେ ନିଜକୁ ନିଯୋଜିତ କଲି। ମୁଁ କୌଣସି ଭୂମି କିଣିଲି ନାହିଁ ଏବଂ ମାରେ ଦାସ ସମସ୍ତେ ସଠାେରେ କାର୍ୟ୍ଯ ରେ ବ୍ଯସ୍ତ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ମୁଁ ଏହି ପ୍ରାଚୀର-କର୍ମରେ ଲାଗି ରହିଲି ଓ ଆମ୍ଭେମାନେ କୌଣସି ଭୂମି କିଣିଲୁ ନାହିଁ; ପୁଣି, ମୋହର ଦାସ ସମସ୍ତେ ସେଠାରେ କାର୍ଯ୍ୟରେ ଏକତ୍ରିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯିରୁଶାଲମର ପ୍ରାଚୀର କାର୍ଯ୍ୟରେ ନିଜକୁ ନିୟୋଜିତ କଲି। ମୁଁ କୌଣସି ଭୂମି କିଣିଲି ନାହିଁ ଏବଂ ମୋର ଦାସ ସମସ୍ତେ ସେଠାରେ କାର୍ଯ୍ୟରେ ବ୍ୟସ୍ତ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ମୁଁ ଏହି ପ୍ରାଚୀର-କର୍ମରେ ଲାଗି ରହିଲି ଓ ଆମ୍ଭେମାନେ କୌଣସି ଭୂମି କିଣିଲୁ ନାହିଁ; ପୁଣି, ମୋହର ଦାସ ସମସ୍ତେ ସେଠାରେ କାର୍ଯ୍ୟରେ ଏକତ୍ରିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ମୁଁ ଏହି ପ୍ରାଚୀର-କର୍ମରେ ଲାଗି ରହିଲି ଓ ଆମ୍ଭେମାନେ କୌଣସି ଭୂମି କିଣିଲୁ ନାହିଁ; ପୁଣି, ମୋହର ଦାସ ସମସ୍ତେ ସେଠାରେ କାର୍ଯ୍ୟରେ ଏକତ୍ରିତ ହେଲେ।