Nehemiah 5:17 — Compare Translations
5 translations compared side by side
Odia - 1840
"ତଥାପି ଆମ୍ଭମାନଙ୍କ ଚତୁଃର୍ଦିଗସ୍ଥ ଅନ୍ୟ ଦେଶୀଯମାନଙ୍କ ମଧ୍ଯରୁ ଆମ୍ଭମାନଙ୍କ ନିକଟକୁ ଆସନ୍ତା ଲୋକମାନଙ୍କ ଛଡା ୟିହୁଦି ଓ ଅଧ୍ଯକ୍ଷ 150 ଲୋକ ମାେ ଭୋଜନ ଆସନ ରେ ବସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ-ମାନଙ୍କ ମଧ୍ୟରୁ ଆମ୍ଭମାନଙ୍କ ନିକଟକୁ ଆଗତ ଲୋକମାନଙ୍କ ଛଡ଼ା ଯିହୁଦୀ ଓ ଅଧ୍ୟକ୍ଷ ଏକଣଶହ ପଚାଶ ଲୋକ ମୋʼ ଭୋଜନାସନରେ ବସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କ ନିକଟକୁ ଆସନ୍ତା ଲୋକମାନଙ୍କ ଛଡ଼ା ଯିହୁଦୀ ଓ ଅଧ୍ୟକ୍ଷ 150 ଲୋକ ମୋ’ ଭୋଜନ ଆସନରେ ବସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କ ନିକଟକୁ ଆଗତ ଲୋକମାନଙ୍କ ଛଡ଼ା ଯିହୁଦୀ ଓ ଅଧ୍ୟକ୍ଷ ଏକ ଶହ ପଚାଶ ଲୋକ ମୋʼ ଭୋଜନାସନରେ ବସିଲେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କ ନିକଟକୁ ଆଗତ ଲୋକମାନଙ୍କ ଛଡ଼ା ଯିହୁଦୀ ଓ ଅଧ୍ୟକ୍ଷ ଏକ ଶହ ପଚାଶ ଲୋକ ମୋ’ ଭୋଜନାସନରେ ବସିଲେ।