Nehemiah 5:18 — Compare Translations

5 translations compared side by side

Odia - 1840
"ସେ ସମୟରେ ପ୍ରତିଦିନ ଏକ ବଳଦ ଓ ଛଅଟି ବଛା ମଷେ ରୋଷଇେ କରାଗଲା। ମାେ ପାଇଁ କେତକେ ପକ୍ଷୀପାକ କରାଗଲା ଓ ଦଶ ଦିନ ରେ ଥରେ ସବୁ ପ୍ରକାର ଦ୍ରାକ୍ଷାରସ ଆଯୋଜନ କରାଗଲା। ତଥାପି ମୁଁ ଏହିସବୁ ଲାଗି ଦଶାେଧ୍ଯକ୍ଷର ବୃତ୍ତି ମାଗିଲି ନାହିଁ। ଲୋକମାନଙ୍କ ଉପରେ ଭାର ଗୁରୁତର ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ପ୍ରତି ଦିନ ଏକ ବଳଦ ଓ ଛଅଟି ବଛା ମେଷ ପାକ କରାଗଲା; ମଧ୍ୟ ମୋʼ ପାଇଁ କେତେକ ପକ୍ଷୀ ପାକ କରାଗଲା ଓ ଦଶ ଦିନରେ ଥରେ ସର୍ବପ୍ରକାର ଦ୍ରାକ୍ଷାରସ ଆୟୋଜନ କରାଗଲା; ତଥାପି ମୁଁ ଏସବୁ ଲାଗି ଦେଶାଧ୍ୟକ୍ଷର ବୃତ୍ତି ଚାହିଁଲି ନାହିଁ, କାରଣ ଏହି ଲୋକଙ୍କ ଉପରେ ଦାସତ୍ଵର ଭାର ଗୁରୁତର ହୋଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ପ୍ରତିଦିନ ଏକ ବଳଦ ଓ ଛଅଟି ବଛା ମେଷ ରୋଷେଇ କରାଗଲା। ମୋ’ ପାଇଁ କେତେକ ପକ୍ଷୀପାକ କରାଗଲା ଓ ଦଶ ଦିନରେ ଥରେ ସବୁ ପ୍ରକାର ଦ୍ରାକ୍ଷାରସ ଆୟୋଜନ କରାଗଲା। ତଥାପି ମୁଁ ଏହିସବୁ ଲାଗି ଦେଶାଧ୍ୟକ୍ଷର ବୃତ୍ତି ମାଗିଲି ନାହିଁ। ଲୋକମାନଙ୍କ ଉପରେ ଭାର ଗୁରୁତର ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ପ୍ରତିଦିନ ଏକ ବଳଦ ଓ ଛଅଗୋଟି ବଛା ମେଷ ପ୍ରସ୍ତୁତ କରାଗଲା; ମଧ୍ୟ ମୋʼ ପାଇଁ କେତେକ ପକ୍ଷୀ ପ୍ରସ୍ତୁତ କରାଗଲା ଓ ଦଶ ଦିନରେ ଥରେ ସର୍ବପ୍ରକାର ଦ୍ରାକ୍ଷାରସ ଆୟୋଜନ କରାଗଲା; ତଥାପି ମୁଁ ଏସବୁ ଲାଗି ଦେଶାଧ୍ୟକ୍ଷର ଖାଦ୍ୟ ଚାହିଁଲି ନାହିଁ, କାରଣ ଏହି ଲୋକଙ୍କ ଉପରେ ଦାସତ୍ୱର ଭାର ଭୟଙ୍କର ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ସେସମୟରେ ପ୍ରତି ଦିନ ଏକ ବଳଦ ଓ ଛଅଟି ବଛା ମେଷ ପ୍ରସ୍ତୁତ କରାଗଲା; ମଧ୍ୟ ମୋ’ ପାଇଁ କେତେକ ପକ୍ଷୀ ପ୍ରସ୍ତୁତ କରାଗଲା ଓ ଦଶ ଦିନରେ ଥରେ ସର୍ବପ୍ରକାର ଦ୍ରାକ୍ଷାରସ ଆୟୋଜନ କରାଗଲା; ତଥାପି ମୁଁ ଏସବୁ ଲାଗି ଦେଶାଧ୍ୟକ୍ଷର ଖାଦ୍ୟ ଚାହିଁଲି ନାହିଁ, କାରଣ ଏହି ଲୋକଙ୍କ ଉପରେ ଦାସତ୍ୱର ଭାର ଭୟଙ୍କର ହୋଇଥିଲା।