Nehemiah 5:19 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ମୁଁ ଏହି ଲୋକମାନଙ୍କ ନିମନ୍ତେ ଯେଉଁ ଉତ୍ତମ କାର୍ୟ୍ଯ କରିଅଛି, ମାରେ ତାହାସବୁ ସ୍ମରଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପରମେଶ୍ଵର, ମୁଁ ଏହି ଲୋକମାନଙ୍କ ନିମନ୍ତେ ଯେ ଯେ କାର୍ଯ୍ୟ କରିଅଛି, ମୋʼ ପକ୍ଷରେ ମଙ୍ଗଳ ନିମନ୍ତେ ତାହାସବୁ ସ୍ମରଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ମୁଁ ଏହି ଲୋକମାନଙ୍କ ନିମନ୍ତେ ଯେଉଁ ଉତ୍ତମ କାର୍ଯ୍ୟ କରିଅଛି, ମୋର ତାହା ସବୁ ସ୍ମରଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପରମେଶ୍ୱର, ମୁଁ ଏହି ଲୋକମାନଙ୍କ ନିମନ୍ତେ ଯେଉଁ ଯେଉଁ କାର୍ଯ୍ୟ କରିଅଛି, ମୋʼ ପକ୍ଷରେ ମଙ୍ଗଳ ନିମନ୍ତେ ତାହାସବୁ ସ୍ମରଣ କର।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପରମେଶ୍ୱର, ମୁଁ ଏହି ଲୋକମାନଙ୍କ ନିମନ୍ତେ ଯେଉଁ ଯେଉଁ କାର୍ଯ୍ୟ କରିଅଛି, ମୋ’ ପକ୍ଷରେ ମଙ୍ଗଳ ନିମନ୍ତେ ତାହାସବୁ ସ୍ମରଣ କର।