Nehemiah 5:2 — Compare Translations

5 translations compared side by side

Odia - 1840
"ସମାନଙ୍କେ ମଧ୍ଯରୁ କେତକେ କହିଲେ, ଆମ୍ଭମାନଙ୍କର ଅନକେ ପୁତ୍ର ଓ କନ୍ଯା ଅଛନ୍ତି, ଆସ ବଞ୍ଚିବା ପାଇଁ ଶସ୍ଯ କିଣିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ କେହି କେହି କହିଲେ, ଆମ୍ଭେମାନେ, ଆମ୍ଭମାନଙ୍କ ପୁତ୍ର ଓ କନ୍ୟାଗଣ ଅନେକ ଲୋକ ଅଟୁ; ଆମ୍ଭମାନଙ୍କୁ ଶସ୍ୟ ମିଳୁ, ଆମ୍ଭେମାନେ ଖାଇ ବଞ୍ଚିବା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ମଧ୍ୟରୁ କେତେକ କହିଲେ, “ଆମ୍ଭମାନଙ୍କର ଅନେକ ପୁତ୍ର ଓ କନ୍ୟା ଅଛନ୍ତି, ଆସ ବଞ୍ଚିବା ପାଇଁ ଶସ୍ୟ କିଣିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ କେହି କେହି କହିଲେ, “ଆମ୍ଭେମାନେ, ଆମ୍ଭମାନଙ୍କ ପୁତ୍ର ଓ କନ୍ୟାଗଣ ସମେତ ଅନେକ ଲୋକ ଅଟୁ; ତେଣୁ ଆମ୍ଭେମାନେ ଶସ୍ୟ ନେଇ ତାହା ଖାଇ ବଞ୍ଚିବା।”
Odia IRV 2017 (ଓଡିଆ ବାଇବେଲ)
କାରଣ କେହି କେହି କହିଲେ, “ଆମ୍ଭେମାନେ, ଆମ୍ଭମାନଙ୍କ ପୁତ୍ର ଓ କନ୍ୟାଗଣ ସମେତ ଅନେକ ଲୋକ ଅଟୁ; ତେଣୁ ଆମ୍ଭମାନେ ଶସ୍ୟ ନେଇ ତାହା ଖାଇ ବଞ୍ଚିବା।