Nehemiah 5:3 — Compare Translations
5 translations compared side by side
Odia - 1840
"ଅନ୍ୟ ଲୋକେ କହିଲେ, ଏହା ଦୁର୍ଭିକ୍ଷ ସମୟ, ଆମ୍ଭଙ୍କୁ ଖାଦ୍ୟ ଦିଅ ଏବଂ ଆମ୍ଭମାନଙ୍କର ଜମି, ଦ୍ରାକ୍ଷାକ୍ଷେତ୍ର, ଗୃହ ଇତ୍ଯାଦି ବନ୍ଧକଭାବେ ଏକାଥରେ ନଇୟୋଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ଆଉ କେହି କେହି କହିଲେ, ଆମ୍ଭେମାନେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଓ ଗୃହ ବନ୍ଧକ ରଖିଅଛୁ, ଆମ୍ଭମାନଙ୍କୁ ଶସ୍ୟ ମିଳୁ, କାରଣ ଏ ଦୁର୍ଭିକ୍ଷ ସମୟ ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ଲୋକେ କହିଲେ, “ଏହା ଦୁର୍ଭିକ୍ଷ ସମୟ, ଆମ୍ଭଙ୍କୁ ଖାଦ୍ୟ ଦିଅ ଏବଂ ଆମ୍ଭମାନଙ୍କର ଜମି, ଦ୍ରାକ୍ଷାକ୍ଷେତ୍ର, ଗୃହ ଇତ୍ୟାଦି ବନ୍ଧକଭାବେ ଏକାଥରେ ନେଇଯାଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ଆଉ କେହି କେହି କହିଲେ, “ଆମ୍ଭେମାନେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଓ ଗୃହ ବନ୍ଧକ ରଖିଅଛୁ, ଯେପରି ଦୁର୍ଭିକ୍ଷ ସମୟରେ ଆମ୍ଭମାନଙ୍କୁ ଶସ୍ୟ ମିଳୁ।”
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ଆଉ କେହି କେହି କହିଲେ, “ଆମ୍ଭେମାନେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଓ ଗୃହ ବନ୍ଧକ ରଖିଅଛୁ, ଯେପରି ଦୁର୍ଭିକ୍ଷ ସମୟରେ ଆମ୍ଭମାନଙ୍କୁ ଶସ୍ୟ ମିଳୁ।”