Nehemiah 5:4 — Compare Translations
5 translations compared side by side
Odia - 1840
"ଆହୁରି ଅନ୍ୟ ଲୋକମାନେେ କହିଲେ, ଆମ୍ଭମାନେେ ରାଜକର ପାଇଁ ଆମ୍ଭମାନଙ୍କର ଶସ୍ଯକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ବନ୍ଧକ ରଖି ମୁଦ୍ରାଋଣ କରିଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, କେତେକେ କହିଲେ, ଆମ୍ଭେମାନେ ରାଜ-କର ନିମନ୍ତେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ବନ୍ଧକ ରଖି ମୁଦ୍ରା ଋଣ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ଅନ୍ୟ ଲୋକେମାନେ କହିଲେ, “ଆମ୍ଭେମାନେ ରାଜକର ପାଇଁ ଆମ୍ଭମାନଙ୍କର ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ବନ୍ଧକ ରଖି ମୁଦ୍ରାଋଣ କରିଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, କେତେକ କହିଲେ, “ଆମ୍ଭେମାନେ ରାଜ-କର ପୈଠ କରିବା ନିମନ୍ତେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ବନ୍ଧକ ରଖି ମୁଦ୍ରା ଋଣ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, କେତେକ କହିଲେ, “ଆମ୍ଭେମାନେ ରାଜ-କର ପୈଠ କରିବା ନିମନ୍ତେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ବନ୍ଧକ ରଖି ମୁଦ୍ରା ଋଣ କରିଅଛୁ।”