Nehemiah 5:6 — Compare Translations
5 translations compared side by side
Odia - 1840
"ଯେତବେେଳେ ମୁଁ ସମାନଙ୍କେର ଏହି ଅଭିଯୋଗ ସବୁ ଶୁଣିଲି, ମୁଁ ଅତ୍ଯନ୍ତ କୃଦ୍ଧ ହଲିେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ମୁଁ ସେମାନଙ୍କର କ୍ରନ୍ଦନ ଓ ଏହି କଥାସବୁ ଶୁଣି ଅତ୍ୟ; କ୍ରୁଦ୍ଧ ହେଲି ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ମୁଁ ସେମାନଙ୍କର ଏହି ଅଭିଯୋଗ ସବୁ ଶୁଣିଲି, ମୁଁ ଅତ୍ୟନ୍ତ କୃଦ୍ଧ ହେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ମୁଁ ସେମାନଙ୍କର କ୍ରନ୍ଦନ ଓ ଏହି କଥାସବୁ ଶୁଣି ଅତ୍ୟନ୍ତ କ୍ରୁଦ୍ଧ ହେଲି।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ମୁଁ ସେମାନଙ୍କର କ୍ରନ୍ଦନ ଓ ଏହି କଥାସବୁ ଶୁଣି ଅତ୍ୟନ୍ତ କ୍ରୁଦ୍ଧ ହେଲି।