Nehemiah 5:7 — Compare Translations
5 translations compared side by side
Odia - 1840
"ମୁଁ ଏ ବିଷଯ ରେ ଚିନ୍ତା କଲି, ତା'ପରେ ମୁଁ କୁଳିନମାନଙ୍କ ଓ ଅଧିକାରୀମାନଙ୍କ ବିରୁଦ୍ଧ ରେ ଏକ ନ୍ଯାଯିକ ବାଦାନୁବାଦ କଲି। ମୁଁ ସମାନଙ୍କେୁ କହିଲି, ତୁମ୍ଭମାନେେ ତୁମ୍ଭ ଭାଇମାନଙ୍କଠାରୁ ସୁଧ ନେଉଛ, ତୁମ୍ଭର ସଇଟୋ ବନ୍ଦକରିବା ଉଚିତ୍। ଏହାପରେ ମୁଁ ଏକ ମହାସଭା ଡାକିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମୁଁ ଆପଣା ମନରେ ବିବେଚନା କଲି, ପୁଣି କୁଳୀନମାନଙ୍କର ଓ ଅଧ୍ୟକ୍ଷମାନଙ୍କର ସଙ୍ଗେ ବାଦାନୁବାଦ କରି ସେମାନଙ୍କୁ କହିଲି, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇଠାରୁ ସୁଧ ନେଉଅଛ । ତହୁଁ ମୁଁ ସେମାନଙ୍କ ବିରୁଦ୍ଧରେ ମହାସଭା କଲି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏ ବିଷୟରେ ଚିନ୍ତା କଲି, ତା’ପରେ ମୁଁ କୁଳିନମାନଙ୍କ ଓ ଅଧିକାରୀମାନଙ୍କ ବିରୁଦ୍ଧରେ ଏକ ନ୍ୟାୟିକ ବାଦାନୁବାଦ କଲି। ମୁଁ ସେମାନଙ୍କୁ କହିଲି, “ତୁମ୍ଭେମାନେ ତୁମ୍ଭ ଭାଇମାନଙ୍କଠାରୁ ସୁଧ ନେଉଛ, ତୁମ୍ଭର ସେଇଟା ବନ୍ଦ କରିବା ଉଚିତ୍।” ଏହା ପରେ ମୁଁ ଏକ ମହାସଭା ଡାକିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୁଁ ଆପଣା ମନରେ ବିବେଚନା କଲି, ପୁଣି କୁଳୀନମାନଙ୍କର ଓ ଅଧ୍ୟକ୍ଷମାନଙ୍କର ସଙ୍ଗେ ବାଦାନୁବାଦ କରି ସେମାନଙ୍କୁ କହିଲି, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇଠାରୁ ସୁଧ ନେଉଅଛ।” ତହୁଁ ମୁଁ ସେମାନଙ୍କ ବିରୁଦ୍ଧରେ ଅଭିଯୋଗ କଲି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୁଁ ଆପଣା ମନରେ ବିବେଚନା କଲି, ପୁଣି କୁଳୀନମାନଙ୍କର ଓ ଅଧ୍ୟକ୍ଷମାନଙ୍କର ସଙ୍ଗେ ବାଦାନୁବାଦ କରି ସେମାନଙ୍କୁ କହିଲି, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇଠାରୁ ସୁଧ ନେଉଅଛ।” ତହୁଁ ମୁଁ ସେମାନଙ୍କ ବିରୁଦ୍ଧରେ ଅଭିଯୋଗ କଲି।