Nehemiah 5:9 — Compare Translations

5 translations compared side by side

Odia - 1840
"ମୁଁ ତାଙ୍କୁ ଆହୁରି ମଧ୍ଯ କହିଲି, ତୁମ୍ଭମାନେେ କିଛି ଭଲ କରୁ ନାହଁ। ତୁମ୍ଭେ ଏହା ଜାଣ ତୁମ୍ଭର ପରମେଶ୍ବରଙ୍କୁ ଭୟ ଓ ସମ୍ମାନ କରିବା ଉଚିତ୍। ତୁମ୍ଭମାନେେ ଆମ୍ଭମାନଙ୍କର ଶତୃଗଣ ଆମ୍ଭମାନଙ୍କୁ ପରିହାସ କରିବାର ସୁଯୋଗ ଦବୋ ଉଚିତ୍ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ମୁଁ କହିଲି, ତୁମ୍ଭେମାନେ ଯେଉଁ କାର୍ଯ୍ୟ କରୁଅଛ, ତାହା ଭଲ ନୁହେଁ, ଆମ୍ଭମାନଙ୍କ ଶତ୍ରୁ ଅନ୍ୟ ଦେଶୀୟମାନଙ୍କର ଧିକ୍କାର ସକାଶୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରତି ଭୟରେ ଆଚରଣ କରିବା କʼଣ ତୁମ୍ଭମାନଙ୍କର ଉଚିତ ନୁହେଁ?
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତାଙ୍କୁ ଆହୁରି ମଧ୍ୟ କହିଲି, “ତୁମ୍ଭେମାନେ କିଛି ଭଲ କରୁ ନାହଁ। ତୁମ୍ଭେ ଏହା ଜାଣ ତୁମ୍ଭର ପରମେଶ୍ୱରଙ୍କୁ ଭୟ ଓ ସମ୍ମାନ କରିବା ଉଚିତ୍। ତୁମ୍ଭେମାନେ ଆମ୍ଭମାନଙ୍କର ଶତ୍ରୁଗଣଙ୍କୁ ଆମ୍ଭମାନଙ୍କୁ ପରିହାସ କରିବାର ସୁଯୋଗ ଦେବା ଉଚିତ୍ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ମୁଁ କହିଲି, “ତୁମ୍ଭେମାନେ ଯେଉଁ କାର୍ଯ୍ୟ କରୁଅଛ, ତାହା ଭଲ ନୁହେଁ, ଆମ୍ଭମାନଙ୍କ ଶତ୍ରୁ ଅନ୍ୟଦେଶୀୟମାନଙ୍କର ତିରସ୍କାରକୁ ରୋକିବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତି ଭୟରେ ଆଚରଣ କରିବା କʼଣ ତୁମ୍ଭମାନଙ୍କର ଉଚିତ ନୁହେଁ?
Odia IRV 2017 (ଓଡିଆ ବାଇବେଲ)
ଆହୁରି, ମୁଁ କହିଲି, “ତୁମ୍ଭେମାନେ ଯେଉଁ କାର୍ଯ୍ୟ କରୁଅଛ, ତାହା ଭଲ ନୁହେଁ, ଆମ୍ଭମାନଙ୍କ ଶତ୍ରୁ ଅନ୍ୟ ଦେଶୀୟମାନଙ୍କର ତିରସ୍କାରକୁ ରୋକିବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତି ଭୟରେ ଆଚରଣ କରିବା କ’ଣ ତୁମ୍ଭମାନଙ୍କର ଉଚିତ୍ ନୁହେଁ?”