Nehemiah 6:10 — Compare Translations

5 translations compared side by side

Odia - 1840
"ଦିନେ ମୁଁ ମ ହଟେବଲରେ ପୁତ୍ର ଦଲାଯ, ଦଲାଯର ପୁତ୍ର ଶମଯିଯ ନିକଟକୁ ଗଲି। ମାତ୍ର ତାକୁ ତା'ର ଗୃହ ରେ ବନ୍ଦ କରାୟାଇ ଥିଲା। ମୁଁ ତାହା ଗୃହକୁ ଗଲି ସେ କହିଲା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ମହେଟବେଲର ପୌତ୍ର ଦଲାୟର ପୁତ୍ର ଯେଉଁ ଶମୟୀୟ ରୁଦ୍ଧ ଥିଲା, ମୁଁ ତାହା ଗୃହକୁ ଗଲି, ତହୁଁ ସେ କହିଲା, ଆମ୍ଭେମାନେ ପରମେଶ୍ଵରଙ୍କ ଗୃହରେ, ମନ୍ଦିର ମଧ୍ୟରେ ଏକତ୍ରିତ ହେଉ ଓ ମନ୍ଦିରର ଦ୍ଵାରସବୁ ବନ୍ଦ କରୁ; କାରଣ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ; ରାତ୍ରିରେ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଦିନେ ମୁଁ ମହେଟବେଲର ପୁତ୍ର ଦଲାୟ, ଦଲାୟର ପୁତ୍ର ଶମୟିୟ ନିକଟକୁ ଗଲି। ମାତ୍ର ତାକୁ ତା’ର ଗୃହରେ ବନ୍ଦ କରାଯାଇ ଥିଲା। ମୁଁ ତାହା ଗୃହକୁ ଗଲି ସେ କହିଲା, “ଆସ ଆମ୍ଭେମାନେ ପରମେଶ୍ୱରଙ୍କ ମନ୍ଦିର ଭିତରେ ସାକ୍ଷାତ କରିବା ଓ ମନ୍ଦିରର ଦ୍ୱାରସବୁ ବନ୍ଦ କରିବା। କାରଣ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ। ରାତ୍ରିରେ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହାପରେ ମହେଟବେଲର ପୌତ୍ର ଦଲୟିୟର ପୁତ୍ର ଯେଉଁ ଶମୟୀୟ ଗୃହରେ ରୁଦ୍ଧ ଥିଲା, ମୁଁ ତାହା ଗୃହକୁ ଗଲି, ତହୁଁ ସେ କହିଲା, “ଆମ୍ଭେମାନେ ପରମେଶ୍ୱରଙ୍କ ଗୃହରେ, ମନ୍ଦିର ମଧ୍ୟରେ ଏକତ୍ରିତ ହେଉ ଓ ମନ୍ଦିରର ଦ୍ୱାରସବୁ ବନ୍ଦ କରୁ; କାରଣ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ; ରାତ୍ରିରେ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ।”
Odia IRV 2017 (ଓଡିଆ ବାଇବେଲ)
ଏହା ପରେ ମହେଟବେଲର ପୌତ୍ର ଦଲୟିୟର ପୁତ୍ର ଯେଉଁ ଶମୟୀୟ ଗୃହରେ ରୁଦ୍ଧ ଥିଲା, ମୁଁ ତାହା ଗୃହକୁ ଗଲି, ତହୁଁ ସେ କହିଲା, “ଆମ୍ଭେମାନେ ପରମେଶ୍ୱରଙ୍କ ଗୃହରେ, ମନ୍ଦିର ମଧ୍ୟରେ ଏକତ୍ରିତ ହେଉ ଓ ମନ୍ଦିରର ଦ୍ୱାରସବୁ ବନ୍ଦ କରୁ; କାରଣ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ; ରାତ୍ରିରେ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ।”