Nehemiah 6:11 — Compare Translations
5 translations compared side by side
Odia - 1840
"କିନ୍ତୁ ଶମଯିଯଙ୍କୁ କହିଲି, ମାେ ପରି ଲୋକ କ'ଣ ଦୌଡି ପଳାଇବ? ମାେ ପରି ଲୋକ ପ୍ରାଣ ବଞ୍ଚାଇବ ପାଇଁ ଯେ ମନ୍ଦିର ଭିତରକୁ ୟିବା ଉଚିତ୍ କି? ତେଣୁ ମୁଁ ପବିତ୍ର ମନ୍ଦିର ଭିତରକୁ ୟିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୁଁ କହିଲି, ମୋʼ ପରି ଲୋକ କʼଣ ପଳାଇବ? ମୋʼ ପରି ହୋଇ ପ୍ରାଣ ବଞ୍ଚାଇବା ପାଇଁ ଯେ ମନ୍ଦିର ଭିତରକୁ ଯିବ, ଏପରି କିଏ ଅଛି? ମୁଁ ଭିତରକୁ ଯିବି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ଶମୟିୟଙ୍କୁ କହିଲି, “ମୋ’ ପରି ଲୋକ କ’ଣ ଦୌଡ଼ି ପଳାଇବ? ମୋ’ ପରି ଲୋକ ପ୍ରାଣ ବଞ୍ଚାଇବା ପାଇଁ ମନ୍ଦିର ଭିତରକୁ ଯିବା ଉଚିତ୍ କି? ତେଣୁ ମୁଁ ପବିତ୍ର ମନ୍ଦିର ଭିତରକୁ ଯିବି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୁଁ କହିଲି, “ମୋʼ ପରି ଲୋକ କʼଣ ପଳାଇବ? ମୋʼ ପରି ହୋଇ ପ୍ରାଣ ବଞ୍ଚାଇବା ପାଇଁ ଯେ ମନ୍ଦିର ଭିତରକୁ ଯିବ, ଏପରି କିଏ ଅଛି? ମୁଁ ଭିତରକୁ ଯିବି ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୁଁ କହିଲି, “ମୋ’ ପରି ଲୋକ କ’ଣ ପଳାଇବ? ମୋ’ ପରି ହୋଇ ପ୍ରାଣ ବଞ୍ଚାଇବା ପାଇଁ ଯେ ମନ୍ଦିର ଭିତରକୁ ଯିବ, ଏପରି କିଏ ଅଛି? ମୁଁ ଭିତରକୁ ଯିବି ନାହିଁ।”