Nehemiah 6:12 — Compare Translations

5 translations compared side by side

Odia - 1840
"ମାତ୍ର ମୁଁ ଜାଣିଲି ଶମଯିଯଙ୍କୁ ପରମେଶ୍ବର ପଠାଇ ନ ଥିଲେ। ତଥାପି ସେ ମାେ' ପ୍ରତି କୂଳ ରେ ଏହି ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କଲା। ଆଉ ଟୋବିୟ ଓ ସନ୍ବଲ୍ଲଟ କାହାକୁ ବତନେ ଦଇେଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ ଚିହ୍ନିଲି, ଆଉ ଦେଖ, ପରମେଶ୍ଵର ତାହାକୁ ପଠାଇ ନ ଥିଲେ; ତଥାପି ସେ ମୋʼ ପ୍ରତିକୂଳରେ ଏହି ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା; ଆଉ, ଟୋବୀୟ ଓ ସନ୍ବଲ୍ଲଟ୍ ତାହାକୁ ବେତନ ଦେଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ମୁଁ ଜାଣିଲି ଶମୟିୟଙ୍କୁ ପରମେଶ୍ୱର ପଠାଇ ନ ଥିଲେ। ତଥାପି ସେ ମୋ’ ପ୍ରତିକୂଳରେ ଏହି ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କଲା। କାରଣ ଟୋବିୟ ଓ ସ‌ନ୍‌ବଲ୍ଲଟ୍ ତାହାକୁ ବେତନ ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୁଁ ଚିହ୍ନିଲି, ଆଉ ଦେଖ, ପରମେଶ୍ୱର ତାହାକୁ ପଠାଇ ନ ଥିଲେ; ତଥାପି ସେ ମୋʼ ବିରୁଦ୍ଧରେ ଏହି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା; ଆଉ, ଟୋବୀୟ ଓ ସନ୍‍ବଲ୍ଲଟ୍‍ ତାହାକୁ ବେତନ ଦେଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୁଁ ଚିହ୍ନିଲି, ଆଉ ଦେଖ, ପରମେଶ୍ୱର ତାହାକୁ ପଠାଇ ନ ଥିଲେ; ତଥାପି ସେ ମୋ’ ବିରୁଦ୍ଧରେ ଏହି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା; ଆଉ, ଟୋବୀୟ ଓ ସନ୍‍ବଲ୍ଲଟ୍‍ ତାହାକୁ ବେତନ ଦେଇଥିଲେ।