Nehemiah 6:13 — Compare Translations
5 translations compared side by side
Odia - 1840
"ଏହି ଉଦ୍ଦେଶ୍ଯ ପାଇଁ ତାକୁ ଭଡା ରେ ଅଣା ୟାଇଥିଲା, ଯାହା ଫଳ ରେ ମୁଁ ଭୟ ରେ ଏହା କରି ପାପ କରିବି ଏବଂ ତାପରେ ସମାନେେ ମାରେ ନାମକୁ ଦୁର୍ନାମ କରିବା ପାଇଁ ଓ ପରିହାସ କରିବା ପାଇଁ କାରଣ ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯେପରି ଭୀତ ହେବି ଓ ସେହି କର୍ମ କରି ପାପ କରିବି, ପୁଣି ସେମାନେ ଯେପରି ମୋତେ ଧିକ୍କାର କରିବା ପାଇଁ ମୋହର ଦୁର୍ନାମର କାରଣ ପାଇବେ, ଏହି ଅଭିପ୍ରାୟରେ ତାହାକୁ ବେତନ ଦିଆ ଯାଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଉଦ୍ଦେଶ୍ୟ ପାଇଁ ତାକୁ ଭଡ଼ାରେ ଅଣା ଯାଇଥିଲା, ଯାହା ଫଳରେ ମୁଁ ଭୟରେ ଏହା କରି ପାପ କରିବି ଏବଂ ତା’ପରେ ସେମାନେ ମୋର ନାମକୁ ଦୁର୍ନାମ ଓ ପରିହାସ କରିବା ପାଇଁ କାରଣ ପାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯେପରି ଭୀତ ହେବି ଓ ସେହି କର୍ମ କରି ପାପ କରିବି, ପୁଣି ସେମାନେ ଯେପରି ମୋତେ ତିରସ୍କାର କରିବା ପାଇଁ ମୋହର ଦୁର୍ନାମର କାରଣ ପାଇବେ, ଏହି ଅଭିପ୍ରାୟରେ ତାହାକୁ ବେତନ ଦିଆଯାଇଥିଲା।
Odia IRV 2017 (ଓଡିଆ ବାଇବେଲ)
ମୁଁ ଯେପରି ଭୀତ ହେବି ଓ ସେହି କର୍ମ କରି ପାପ କରିବି, ପୁଣି ସେମାନେ ଯେପରି ମୋତେ ତିରସ୍କାର କରିବା ପାଇଁ ମୋହର ଦୁର୍ନାମର କାରଣ ପାଇବେ, ଏହି ଅଭିପ୍ରାୟରେ ତାହାକୁ ବେତନ ଦିଆ ଯାଇଥିଲା।