Nehemiah 6:14 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ଟୋବିୟ ଓ ସନ୍ବଲ୍ଲଟର ଯାହା କରିଛନ୍ତି ମନେ ପକାଅ, ନାରୀ ଭବିଷ୍ଯଦ୍ବକ୍ତା ନୋଯଦିଯା ସହିତ ଅନ୍ୟ ଯାଜକମାନେ ମାେତେ ଭୟଭୀତ କରିବା ପାଇଁ ଚେଷ୍ଟା କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପରମେଶ୍ଵର, ଟୋବୀୟ ଓ ସନ୍ବଲ୍ଲଟର ଏହିସବୁ କର୍ମାନୁସାରେ ସେମାନଙ୍କୁ, ଆଉ ମୋତେ ଭୟଗ୍ରସ୍ତ କରିବାକୁ ଇଚ୍ଛା କଲେ ଯେ ନୋୟଦୀୟା ଭବିଷ୍ୟଦ୍ବକ୍ତ୍ରୀ ଓ ଅନ୍ୟାନ୍ୟ ଭବିଷ୍ୟଦ୍ବକ୍ତା, ସେମାନଙ୍କୁ ସ୍ମରଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ଟୋବିୟ ଓ ସ‌ନ୍‌ବଲ‌‌‌ଟ୍‌‌‌ର ଯାହା କରିଛନ୍ତି ମନେ ପକାଅ, ନାରୀ ଭବିଷ୍ୟ‌ଦ୍‌ବକ୍ତା ନୋୟଦିୟା ସହିତ ଅନ୍ୟ ଯାଜକମାନେ ମୋତେ ଭୟଭୀତ କରିବା ପାଇଁ ଚେଷ୍ଟା କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପରମେଶ୍ୱର, ଟୋବୀୟ ଓ ସନ୍‍ବଲ୍ଲଟ୍‍ର ଏହିସବୁ କର୍ମାନୁସାରେ ସେମାନଙ୍କୁ, ଆଉ ମୋତେ ଭୟଗ୍ରସ୍ତ କରିବାକୁ ଇଚ୍ଛା କଲେ ଯେ ନୋୟଦୀୟା ଭବିଷ୍ୟଦ୍‍ବକ୍ତ୍ରୀ ଓ ଅନ୍ୟାନ୍ୟ ଭବିଷ୍ୟଦ୍‍ବକ୍ତା, ସେମାନଙ୍କୁ ସ୍ମରଣ କର।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପରମେଶ୍ୱର, ଟୋବୀୟ ଓ ସନ୍‍ବଲ୍ଲଟ୍‍ର ଏହିସବୁ କର୍ମାନୁସାରେ ସେମାନଙ୍କୁ, ଆଉ ମୋତେ ଭୟଗ୍ରସ୍ତ କରିବାକୁ ଇଚ୍ଛା କଲେ ଯେ ନୋୟଦୀୟା ଭବିଷ୍ୟଦ୍‍ବକ୍ତ୍ରୀ ଓ ଅନ୍ୟାନ୍ୟ ଭବିଷ୍ୟଦ୍‍ବକ୍ତା, ସେମାନଙ୍କୁ ସ୍ମରଣ କର।