Nehemiah 6:15 — Compare Translations
5 translations compared side by side
Odia - 1840
"ତେଣୁ 52 ଦିନ ମଧିଅରେ ଇଲୂଲ୍ ମାସର ପଞ୍ଚବିଂଶ ଦିନ ରେ ପ୍ରାଚୀର ସମାପ୍ତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ବାଆନ ଦିନ ମଧ୍ୟରେ ଇଲୂଲ ମାସର ପଞ୍ଚବିଂଶ ଦିନରେ ପ୍ରାଚୀର ସମାପ୍ତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରାଚୀର ସମ୍ପୂର୍ଣ୍ଣ ହେଲା ତେଣୁ 52 ଦିନ ମଧ୍ୟରେ ଇଲୂଲ୍ ମାସର ପଞ୍ଚବିଂଶ ଦିନରେ ପ୍ରାଚୀର ସମାପ୍ତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ବାବନ ଦିନ ମଧ୍ୟରେ ଇଲୂଲ ମାସର ପଚିଶତମ ଦିନରେ ପ୍ରାଚୀର ସମାପ୍ତ ହେଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ବାବନ ଦିନ ମଧ୍ୟରେ ଇଲୂଲ ମାସର ପଚିଶତମ ଦିନରେ ପ୍ରାଚୀର ସମାପ୍ତ ହେଲା।