Nehemiah 6:16 — Compare Translations
5 translations compared side by side
Odia - 1840
"ପୁଣି ଆମ୍ଭମାନଙ୍କର ଶତୃ ସମସ୍ତେ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀଯ ସମସ୍ତେ ଏହା ଶୁଣି ଭୟ କଲେ ଓ ସମାନଙ୍କେର ବିଶ୍ବାସ ହରାଇଲେ। କାରଣ ଏହି କର୍ମ ଯେ ଆମ୍ଭମାନଙ୍କ ପରମେଶ୍ବରଙ୍କ ସାହାୟ୍ଯ ରେ ହେଲା, ଏହା ସମାନେେ ବୁଝିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଏହା ଶୁଣନ୍ତେ, ଏପରି ହେଲା ଯେ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ସମସ୍ତେ ଭୀତ ହେଲେ ଓ ଆପଣାମାନଙ୍କ ଦୃଷ୍ଟିରେ ନିତା; ଲଘୁ ହେଲେ, କାରଣ ଏହି କର୍ମ ଯେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଆଡ଼ୁ ହେଲା, ଏହା ସେମାନେ ବୁଝିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ସମସ୍ତେ ଏହା ଶୁଣି ଭୟ କଲେ ଓ ସେମାନଙ୍କର ବିଶ୍ୱାସ ହରାଇଲେ। କାରଣ ଏହି କର୍ମ ଯେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାହାଯ୍ୟରେ ହେଲା, ଏହା ସେମାନେ ବୁଝିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଏହା ଶୁଣନ୍ତେ, ଏପରି ହେଲା ଯେ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ସମସ୍ତେ ଭୀତ ହେଲେ ଓ ଆପଣାମାନଙ୍କ ଦୃଷ୍ଟିରେ ନିତାନ୍ତ ଲଜ୍ଜିତ ହେଲେ, କାରଣ ଏହି କର୍ମ ଯେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଡ଼ୁ ହେଲା, ଏହା ସେମାନେ ବୁଝିଲେ।
Odia IRV 2017 (ଓଡିଆ ବାଇବେଲ)