Nehemiah 6:17 — Compare Translations
5 translations compared side by side
Odia - 1840
"ଆହୁରି ସହେି ସମୟରେ ଯିହୁଦାର କୁଳିନମାନେ ଟୋବିୟ ନିକଟକୁ ଅନକେ ପତ୍ର ପଠାଇଲେ ଓ ଟୋବିୟର ନାନା ପତ୍ର ସମାନଙ୍କେ ନିକଟକୁ ଆସିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେସମୟରେ ଯିହୁଦାର କୁଳୀନମାନେ ଟୋବୀୟ ନିକଟକୁ ଅନେକ ପତ୍ର ପଠାଇଲେ ଓ ଟୋବୀୟର ନାନା ପତ୍ର ସେମାନଙ୍କ ନିକଟକୁ ଆସିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ସେହି ସମୟରେ ଯିହୁଦାର କୁଳିନମାନେ ଟୋବିୟ ନିକଟକୁ ଅନେକ ପତ୍ର ପଠାଇଲେ ଓ ଟୋବିୟର ନାନା ପତ୍ର ସେମାନଙ୍କ ନିକଟକୁ ଆସିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେସମୟରେ ଯିହୁଦାର କୁଳୀନମାନେ ଟୋବୀୟ ନିକଟକୁ ଅନେକ ପତ୍ର ପଠାଇଲେ ଓ ଟୋବୀୟର ନାନା ପତ୍ର ସେମାନଙ୍କ ନିକଟକୁ ଆସିଲା।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେସମୟରେ ଯିହୁଦାର କୁଳୀନମାନେ ଟୋବୀୟ ନିକଟକୁ ଅନେକ ପତ୍ର ପଠାଇଲେ ଓ ଟୋବୀୟର ନାନା ପତ୍ର ସେମାନଙ୍କ ନିକଟକୁ ଆସିଲା।