Nehemiah 6:18 — Compare Translations

5 translations compared side by side

Odia - 1840
"କାରଣ ସେ ଆରାଃର ପୁତ୍ର ଶଖନିଯର ଜ୍ବାଇଁ ହବୋରୁ ଓ ତାହାର ପୁତ୍ର ଯିହାହୋନନ୍ ବରେିଖିଯର ପୁତ୍ର ମଶୁଲ୍ଲମର କନ୍ଯାକୁ ବିବାହ କରିଥିବାରୁ ଯିହୁଦାର ଅନକେ ଲୋକ ତା ନିକଟରେ ଶପଥ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ, ସେ ଆରାର ପୁତ୍ର ଶଖନୀୟର ଜୁଆଁଇ ହେବାରୁ ଓ ତାହାର ପୁତ୍ର ଯିହୋହାନନ୍ ବେରିଖୀୟର ପୁତ୍ର ମଶୁଲ୍ଲମର କନ୍ୟାକୁ ବିବାହ କରିଥିବାରୁ ଯିହୁଦା ମଧ୍ୟରେ ଅନେକେ ତାହା ପକ୍ଷରେ ଶପଥ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେ ଆରାଃର ପୁତ୍ର ଶଖନିୟର ଜ୍ୱାଇଁ ହେବାରୁ ଓ ତାହାର ପୁତ୍ର ଯିହୋହାନନ୍ ବେରିଖିୟର ପୁତ୍ର ମଶୁଲ୍ଲମର କନ୍ୟାକୁ ବିବାହ କରିଥିବାରୁ ଯିହୁଦାର ଅନେକ ଲୋକ ତା’ ନିକଟରେ ଶପଥ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ସେ ଆରହର ପୁତ୍ର ଶଖନୀୟର ଜୁଆଁଇ ହେବାରୁ ଓ ତାହାର ପୁତ୍ର ଯିହୋହାନନ୍‍ ବେରିଖୀୟର ପୁତ୍ର ମଶୁଲ୍ଲମ୍‍ର କନ୍ୟାକୁ ବିବାହ କରିଥିବାରୁ ଯିହୁଦା ମଧ୍ୟରେ ଅନେକେ ତାହା ପକ୍ଷରେ ଶପଥ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ, ସେ ଆରହର ପୁତ୍ର ଶଖନୀୟର ଜୁଆଁଇ ହେବାରୁ ଓ ତାହାର ପୁତ୍ର ଯିହୋହାନନ୍‍ ବେରିଖୀୟର ପୁତ୍ର ମଶୁଲ୍ଲମ୍‍ର କନ୍ୟାକୁ ବିବାହ କରିଥିବାରୁ ଯିହୁଦା ମଧ୍ୟରେ ଅନେକେ ତାହା ପକ୍ଷରେ ଶପଥ କରିଥିଲେ।