Nehemiah 6:19 — Compare Translations
5 translations compared side by side
Odia - 1840
"ସମାନେେ ମାେତେ ତା'ର ଉତ୍ତମ କାର୍ୟ୍ଯ ବିଷଯ ରେ କହିଲେ ଓ ମାେ କଥା ତାଙ୍କୁ ସବୁ ଜଣାଇଲେ। ଆଉ ମାେତେ ଭୟଗ୍ରସ୍ଥ କରିବା ପାଇଁ ଟୋବିୟ ନାନାପତ୍ର ପଠାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେମାନେ ତାହାର ଉତ୍ତମ କର୍ମର କଥା ମୋତେ କହିଲେ ଓ ମୋʼ କଥାସବୁ ତାହାକୁ ଗୋଚର କରାଇଲେ । ଆଉ, ମୋତେ ଭୟଗ୍ରସ୍ତ କରିବା ପାଇଁ ଟୋବୀୟ ନାନା ପତ୍ର ପଠାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମୋତେ ତା’ର ଉତ୍ତମ କାର୍ଯ୍ୟ ବିଷୟରେ କହିଲେ ଓ ମୋ’ କଥା ତାଙ୍କୁ ସବୁ ଜଣାଇଲେ। ଆଉ ମୋତେ ଭୟଗ୍ରସ୍ତ କରିବା ପାଇଁ ଟୋବିୟ ନାନାପତ୍ର ପଠାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେମାନେ ତାହାର ଉତ୍ତମ କର୍ମର କଥା ମୋତେ କହିଲେ ଓ ମୋʼ କଥାସବୁ ତାହାକୁ ଜଣାଇଲେ। ଆଉ, ମୋତେ ଭୟଗ୍ରସ୍ତ କରିବା ପାଇଁ ଟୋବୀୟ ନାନା ପତ୍ର ପଠାଇଲା।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେମାନେ ତାହାର ଉତ୍ତମ କର୍ମର କଥା ମୋତେ କହିଲେ ଓ ମୋ’ କଥାସବୁ ତାହାକୁ ଜଣାଇଲେ। ଆଉ, ମୋତେ ଭୟଗ୍ରସ୍ତ କରିବା ପାଇଁ ଟୋବୀୟ ନାନା ପତ୍ର ପଠାଇଲା।