Nehemiah 6:2 — Compare Translations

5 translations compared side by side

Odia - 1840
"ସେତବେେଳେ ସନ୍ବଲ୍ଲଟ ଓ ଗେଶମ ମାେ ନିକଟକୁ ଲୋକ ପଠାଇ କହିଲେ, ଆସ ଆମ୍ଭମାନେେ ଓନୋ ପଦାସ୍ଥିତ କୌଣସି ଏକ ଗ୍ରାମ ରେ ସାକ୍ଷାତ କରିବା। ମାତ୍ର ସମାନେେ ମାରେ ହିଂସା କରିବାକୁ ବିଗ୍ଭର କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସନ୍ବଲ୍ଲଟ୍ ଓ ଗେଶମ୍ ମୋʼ କତିକି ଲୋକ ପଠାଇ କହିଲେ, ଆସ, ଆମ୍ଭେମାନେ ଓନୋ ପଦାସ୍ଥିତ କୌଣସି ଏକ ଗ୍ରାମରେ ଏକତ୍ରିତ ହେଉ । ମାତ୍ର ସେମାନେ ମୋହର ଅନିଷ୍ଟ କରିବାକୁ ବିଚାର କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ସ‌ନ୍‌ବଲ୍ଲଟ୍ ଓ ଗେଶମ ମୋ’ ନିକଟକୁ ଲୋକ ପଠାଇ କହିଲେ, “ଆସ ଆମ୍ଭେମାନେ ଓନୋ ପଦାସ୍ଥିତ କୌଣସି ଏକ ଗ୍ରାମରେ ସାକ୍ଷାତ କରିବା।” ମାତ୍ର ସେମାନେ ମୋର ହିଂସା କରିବାକୁ ବିଗ୍ଭର କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସନ୍‍ବଲ୍ଲଟ୍‍ ଓ ଗେଶମ୍‍ ମୋʼ ନିକଟକୁ ଲୋକ ପଠାଇ କହିଲେ, “ଆସ, ଆମ୍ଭେମାନେ ଓନୋ ପଦାସ୍ଥିତ କୌଣସି ଏକ ଗ୍ରାମରେ ଏକତ୍ରିତ ହେଉ।” ମାତ୍ର ସେମାନେ ମୋହର ଅନିଷ୍ଟ କରିବାକୁ ବିଚାର କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସନ୍‍ବଲ୍ଲଟ୍‍ ଓ ଗେଶମ୍‍ ମୋ’ ନିକଟକୁ ଲୋକ ପଠାଇ କହିଲେ, “ଆସ, ଆମ୍ଭେମାନେ ଓନୋ ପଦାସ୍ଥିତ କୌଣସି ଏକ ଗ୍ରାମରେ ଏକତ୍ରିତ ହେଉ।” ମାତ୍ର ସେମାନେ ମୋହର ଅନିଷ୍ଟ କରିବାକୁ ବିଚାର କରିଥିଲେ।