Nehemiah 6:3 — Compare Translations
5 translations compared side by side
Odia - 1840
"ଏଥି ରେ ମୁଁ ସମାନଙ୍କେ ନିକଟକୁ ଦୂତଗଣ ପଠାଇ କହିଲି, ମୁଁ ଏକ ଗୁରୁତ୍ବପୂର୍ଣ୍ଣ କର୍ମ କରୁଅଛି। ଏଥିପାଇଁ ମୁଁ ଆସି ପାରିବି ନାହିଁ। ତୁମ୍ଭ ପାଖକୁ ଆସିବାକୁ ଓ ସାକ୍ଷାତ କରିବାକୁ ମୁଁ ସହେି କାର୍ୟ୍ଯ ବନ୍ଦ କରିପାରିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ମୁଁ ସେମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲି, ମୁଁ ଏକ ମହତ କର୍ମ କରୁଅଛି, ଏଥିପାଇଁ ଓହ୍ଲାଇ ଆସି ନ ପାରେ; କାର୍ଯ୍ୟ ଛାଡ଼ି ତୁମ୍ଭମାନଙ୍କ ନିକଟକୁ ଓହ୍ଲାଇ ଯାଇ କାହିଁକି କାର୍ଯ୍ୟ ବନ୍ଦ କରିବି?
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ମୁଁ ସେମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲି, “ମୁଁ ଏକ ଗୁରୁତ୍ୱପୂର୍ଣ୍ଣ କର୍ମ କରୁଅଛି। ଏଥିପାଇଁ ମୁଁ ଆସି ପାରିବି ନାହିଁ। ତୁମ୍ଭ ପାଖକୁ ଆସିବାକୁ ଓ ସାକ୍ଷାତ କରିବାକୁ ମୁଁ ସେହି କାର୍ଯ୍ୟ ବନ୍ଦ କରି ପାରିବି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ମୁଁ ସେମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲି, “ମୁଁ ଏକ ମହତ୍ କର୍ମ କରୁଅଛି, ଏଥିପାଇଁ ଓହ୍ଲାଇ ଆସି ନ ପାରେ; ତୁମ୍ଭମାନଙ୍କ ନିକଟକୁ ଓହ୍ଲାଇ ଯାଇ କାହିଁକି କାର୍ଯ୍ୟ ବନ୍ଦ କରିବି?”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ମୁଁ ସେମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲି, “ମୁଁ ଏକ ମହତ୍ କର୍ମ କରୁଅଛି, ଏଥିପାଇଁ ଓହ୍ଲାଇ ଆସି ନ ପାରେ; ତୁମ୍ଭମାନଙ୍କ ନିକଟକୁ ଓହ୍ଲାଇ ଯାଇ କାହିଁକି କାର୍ଯ୍ୟ ବନ୍ଦ କରିବି?