Nehemiah 6:4 — Compare Translations
5 translations compared side by side
Odia - 1840
"ସମାନେେ ସହେି ସମବାର୍ତ୍ତା ମାେ ପାଖକୁ ଗ୍ଭରିଥର ପଠାଇଲେ। ମୁଁ ସମାନଙ୍କେୁ ସହେି ପ୍ରକାର ଉତ୍ତର ଦଲେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାରେ ସେମାନେ ଚାରି ଥର ମୋʼ ନିକଟକୁ ଲୋକ ପଠାଇଲେ; ମାତ୍ର ମୁଁ ସେମାନଙ୍କୁ ସେହି ପ୍ରକାର ଉତ୍ତର ଦେଲି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସେହି ସମବାର୍ତ୍ତା ମୋ’ ପାଖକୁ ଗ୍ଭରି ଥର ପଠାଇଲେ। ମୁଁ ସେମାନଙ୍କୁ ସେହି ପ୍ରକାର ଉତ୍ତର ଦେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ସେମାନେ ଚାରି ଥର ମୋʼ ନିକଟକୁ ଲୋକ ପଠାଇଲେ; ମାତ୍ର ମୁଁ ସେମାନଙ୍କୁ ସେହି ପ୍ରକାର ଉତ୍ତର ଦେଲି।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ସେମାନେ ଚାରି ଥର ମୋ’ ନିକଟକୁ ଲୋକ ପଠାଇଲେ; ମାତ୍ର ମୁଁ ସେମାନଙ୍କୁ ସେହି ପ୍ରକାର ଉତ୍ତର ଦେଲି।